-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||     

HOME   ଜିଲ୍ଲା

ସୁବଳୟା ଗୋକୁଳାଷ୍ଟମୀ ମହୋତ୍ସବ ଉଦଯାପିତ

07-Dec-2023



ବୀରମହାରାଜପୁର,  (ବିନୋଦ ପାଣ୍ଡେ):  ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଠାରେ ୪୧ ତମ ପ୍ରସିଦ୍ଧ ଗୋକୁଳାଷ୍ଟମୀ ମହୋତ୍ସବ ଗୁରୁବାର ଅପରାହ୍ନରେ ଉଦଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ  ବଳଦେବ କ୍ଳବ ସଦସ୍ୟ ସନ୍ତୋଷ ପୁଝାରୀଙ୍କ ନେତୃତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ପୂର୍ବତନ ବ୍ଳକ ଅଧ୍ୟକ୍ଷ ତଥା ଜିବନ ବିନ୍ଦୁ ଜିଲ୍ଲା ସଂଯୋଜକ ରଞ୍ଜିତ କୁମାର ରଥ, ସାମ୍ବାଦିକ ନନ୍ଦି କିଶୋର ମିଶ୍ର  ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲା । ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଉକ୍ତ ମହୋତ୍ସବ ୭ ଦିନ ଧରି ଆୟୋଜିତ ହୋଇଥିଲା। ଆଜି କଂସ ମହାରାଜଙ୍କ ନଗର ପରିକ୍ରମା କାର୍ଯ୍ୟକ୍ରମ ବେଶ ଆକର୍ଷଣ ପାଲଟିଥିଲା।  ସମସ୍ତ ଜନସାଧାରଣ ଙ୍କୁ ସହର ସଫାସୁତୁରା ରଖିବାକୁ ବାର୍ତ୍ତା ପ୍ରଦାନ କରିଥିଲେ। କଂସ ଭୂମିକାରେ ଅଲେଖ ମହାକୁର ନିଖୁଣ ଅଭିନୟ କରିଥିଲେ।  ପରମ୍ପରା ଅନୁଯାୟୀ ଏଠାକାର ଗୋକୁଳାଷ୍ଟମୀ ଯାତ୍ରା ରେ କଂସ ବଧ ଦୃଶ୍ୟ ଅଭିନୀତ ହୋଇନଥାଏ। ସ୍ଥାନୀୟ ବଳଦେବ କ୍ଳବ ଦ୍ବାରା ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ସଭାପତି ଅଲେଖ ମହାକୁର, ସମ୍ପାଦକ ସମ୍ପଦ ପୁଝାରୀ, ଶ୍ରୀତମ ବାଘ, ରାଧାମୋହନ ସାହୁ,ଶରତ କର,ନନ୍ଦନ ସାହୁ ଙ୍କ ସହ  ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026

You Might Also Like