-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ବିଲାସପୁର ବିଦ୍ୟାଳୟରେ ସୁନେତ୍ର କାର୍ଯ୍ୟକ୍ରମ

07-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ ବିଲାସପୁର ସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ ଚକ୍ଷୁ ଶିବିର ସୁନେତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | କଣ୍ଟାମାଳ ଗୋଷ୍ଠୀ ଶିକ୍ଷା ଅଧିକାରୀ ସନୋଜ କୁମାର ସେଠୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚଣ୍ଡୀ ପ୍ରସାଦ ବେହେରା ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ | ଏହି ଶିବିରରେ ସମୁଦାୟ ୨୩୨ଜଣ ଛାତ୍ରଛାତ୍ରୀ ଙ୍କ ଚକ୍ଷୁ ପରୀକ୍ଷା କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୬ଜଣଙ୍କୁ ଆବଶ୍ୟକୀୟ ଚଷମା ପ୍ରଦାନ କରାଯିବା ପାଇଁ ଚୟନ କରାଯାଇଥିଲା | ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଚକ୍ଷୁ ବିଶେଷଜ୍ଞ ଡ଼ଃ ବଲ୍ଲଭ ପ୍ରଧାନ, ଚକ୍ଷୁ ପରୀକ୍ଷକ ସନ୍ତୋଷ ବରାଳ , ବୀରମହାରାଜପୁରର ମହାନଦୀ ନେତ୍ର ଚିକିତ୍ସାଳୟରୁ ଚିକିତ୍ସକ ମାନେ ଆସି ପିଲାଙ୍କ ଚକ୍ଷୁ ପରୀକ୍ଷା କରିଥିଲେ | ଏହି କାର୍ଯ୍ୟକ୍ରମକୁ ଗୋଷ୍ଠୀ ସମ୍ବଳ ଶିକ୍ଷକ ରାଜକିଶୋର ସା ଓ ସତ୍ୟବାନ ପ୍ରଧାନ ପରିଚାଳନା କରିଥିଲେ | ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ଆଦିନାଥ ଦାସ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026

You Might Also Like