-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||     

HOME   ଜିଲ୍ଲା

କୋଭିଡ କଟକଣା ନିୟମର ସର୍ତ୍ତ ଲାଗୁ କରି ଜିଲ୍ଲାର ସମସ୍ତ ଧାର୍ମିକନୁଷ୍ଠାନ ଖୋଲିବାକୁ ବିଜେପି ର ଦାବି

17-Dec-2020



ସମ୍ବଲପୁର,(ଦେବାଶିଷ ବେହେରା): ରାଜ୍ୟ ସରକାର ରାଜ୍ୟର ସମସ୍ତ ଧାର୍ମିକ ଅନୁଷ୍ଠାନ ଖୋଲିବା ପାଇଁ କୌଣସି ନିଷ୍ପତ୍ତି ନେଇ ନ ଥିବା ବେଳେ କୋଭିଡ କଟକଣା ନିୟମର ସର୍ତ୍ତ ଲାଗୁ କରି ଜିଲ୍ଲାର ସମସ୍ତ ଧାର୍ମିକନୁଷ୍ଠାନ ଖୋଲିବାକୁ ଆଜି  ଜ଼ିଲ୍ଲା ବିଜେପି  ଦାବି କରିଛି I 
           ଯଦି କୋଭିଡ-୧୯ କଟକଣା ର ସର୍ତ୍ତାବଳି ପାଳନ କରି ଅନାଵଶ୍ୟକୀୟ ଓ ବିଳାଶପୂର୍ଣ୍ଣ ବ୍ୟବସ୍ଥା ଚାଲୁ ରଖା ଯାଇ ପାରୁଛି ଓ  ସମସ୍ତ କାର୍ଯ୍ୟ ସମ୍ପାଦନ କରାଯାଇ ପାରୁଛି ତାହେଲେ ସମସ୍ତ ଧାର୍ମିକନୁଷ୍ଠାନମାନେ  ଖୋଲିବାରେ ଅସୁବିଧା କେଉଁଠି ବୋଲି ବିଜେପି ପ୍ରଶ୍ନ କରିଛି I
         ଜ଼ିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ  ପ୍ରଦତ୍ତ ଏହି ଦାବିପତ୍ର ପ୍ରଦାନ ସମୟରେ ଜିଲ୍ଲା ବିଜେପି ସଭାପତି  ଗିରିଷ ପଟେଲଙ୍କ ସମେତ  ରେଙ୍ଗାଲି ବିଧାୟକ  ନାଉରି ନାଏକ,  ଦେବେନ୍ଦ୍ର ମହାପାତ୍ର, ରାମ ଚନ୍ଦ୍ର ମେହେର, ଅନିଲ ବେହେରା, ଦାମୋଦର କର, କ୍ଷେତ୍ରିୟ ଗଣମାଧ୍ୟମ ସଂଯୋଜକ  ମାନସ ରଞ୍ଜନ ବକ୍ସି, ଅଶ୍ୱିନୀ ମାଝୀ,  ସାକ୍ଷୀଗୋପୀନାଥ ମଣ୍ଡଳ ସଭାପତି ସରୋଜ କୁମାର ଘଡାଇ, ପ୍ରକାଶ କୁମାର ସାହୁ, ମୋହନ କୁମାର ଦାଶ, ଅନୁପ ମିଶ୍ର, ଦେବେନ୍ଦ୍ର ନାଏକ ପ୍ରଦୀପ କୁମାର ବେହେରା, ରୂପେଶ କୁଅଁର,  ନିଲାମ୍ବର ସିକନ୍ଦର, କିଶୋର ମେହେର, ଚନ୍ଦ୍ର ଶେଖର ପଣ୍ଡା, ମୃତ୍ୟୁଞ୍ଜୟ ପାଣିଗ୍ରାହୀ, ଅନିଲ ସୁନା, ସନ୍ତୋଷ ସାହୁ, କିଶୋର ମହାକୁଡ଼, ସୌମିତ୍ର ଜତି, ପ୍ରଭୁଦତ୍ତ ପଣ୍ଡା, ଦଶରଥ ମେହେର, ଚିରଣ କୁମାର ସାମଲ, ଆଶିଷ ପଟ୍ଟନାୟକ, ମାନସ ପଣ୍ଡା, ମାନସ ପୂଜାରୀ, ସନତ ବାବୁ, କୃଷ୍ଣ ଚନ୍ଦ୍ର ବେହେରା, ଦିବ୍ୟ କିଶୋର ଭୋଇ, ସୁରେଶ କୁମାର ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026

You Might Also Like