-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ନାକ୍ଟିଦେଉଳ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ସଚେତନତା କାର୍ଯ୍ୟକ୍ରମ

08-Dec-2023



ନାକଟିଦେଉଳ(କନ୍ଦର୍ପ ବେହେରା ): ନାକ୍ଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଓଡ଼ିଶା ସରକାରଙ୍କ ଦ୍ଵାରା ପ୍ରାୟୋଜିତ ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମର ଦଶମ ଦିବସରେ ଅନୁଷ୍ଠାନର ଅଧ୍ୟକ୍ଷ ଡଃ.ମନୋରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ସାକ୍ଷରତା ସଚେତନତା କାର୍ଯ୍ୟକ୍ରମରେ ସରାପାଲି ଗ୍ରାମ ପଞ୍ଚାୟତର ସରପଞ୍ଚ ଶିବାନୀ ବାରିକ ମୁଖ୍ଯ ଅତିଥି, ନାକ୍ଟିଦେଉଳ ୟୁନିଅନ୍ ବ୍ଯାଙ୍କ ଶାଖା ପରିଚାଳକ ଚନ୍ଦ୍ର ମୋହନ ମାଝୀ ମୁଖ୍ଯବକ୍ତା, ମ୍ଯାନେଜର ପ୍ରଶାନ୍ତ କୁମାର ବାରିକ ସାଧନ କର୍ମୀ ଭାବେ ଯୋଗଦେଇ ଡିଜିଟାଲ ଭାରତରେ ଆର୍ଥିକ ସଚେତନତାର ଆବଶ୍ୟକତା ସଂପର୍କରେ ଆଲୋଚନା କରିଥିଲେ। ଏହି ଅବସରରେ ରଙ୍ଗୋଲି,ପାରମ୍ପରିକ ତଥା ଆଧୁନିକ ସଂଗୀତ ଗାନ, ଷ୍ଟାଣ୍ଡ ଅଫ୍ କମିଡି ଓ ଏକକ ଅଭିନୟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ବିଭିନ୍ନ ପ୍ରତିଯୋଗିତାରେ ଅଧ୍ୟାପିକା ବିନୀତା ମୁର୍ମୁ,ଅଞ୍ଜନା ସାହୁ,ବୈଜୟନ୍ତୀ ସାହୁ,ଅରୁଣ ବିଶ୍ବାଳ,ଜିତେନ୍ଦ୍ରିୟ ପ୍ରଧାନ,ହୁସେନ ପ୍ରଧାନ ବିଚାରକ ଭାବେ ଯୋଗ ଦେଇ ଥିଲେ। ଉପସ୍ଥିତ ଅତିଥିଗଣ, ମୁଁ ଦିଲ୍ଲୀ ଯିବି କାର୍ଯ୍ୟକ୍ରମ ଅଧିନରେ ଅନୁଷ୍ଠିତ ଡ୍ରଇଂ,ସାଧାରଣଜ୍ଞାନ,ବକ୍ତୃତା,ନୃତ୍ୟ ପ୍ରତିଯୋଗିତାର କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ। ଏହି କାର୍ଯ୍ୟକ୍ରମ ଡଃ.ପ୍ରଶାନ୍ତ କୁମାର ଦାଶ ସଂଯୋଜନା କରିଥିଲେ। ନୋଡାଲ ଅଫିସର ସଂଜୀବ ଦାଶ ଓ ସମସ୍ତ ଅଧ୍ଯାପକ ଅଧ୍ୟାପିକା ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ଅଧ୍ଯାପକ ସରୋଜ ଭୁଏ ଧନ୍ୟବାଦ ଅର୍ପଣ କରଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like