-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ସାକ୍ଷୀପଡ଼ା ବିଜୟ ହତ୍ୟାକାଣ୍ଡ ଘଟଣା: ନ୍ୟାୟ ଦାବୀରେ ଭି.ଏସ.ଏସ ମାର୍ଗ ରାସ୍ତା ଅବରୋଧ କଲେ ଉତ୍ୟକ୍ତ ଲୋକ

17-Dec-2020



ସମ୍ବଲପୁର:(ଦେବାଶିଷ ବେହେରାଙ୍କ ରିପୋର୍ଟ)-  ଅପରାଧୀଙ୍କ ଚରାଭୂଇଁ ପାଲଟିଛି ସମ୍ବଲପୁର ସହର l ଦିନକୁ ଦିନ କ୍ରାଇମ ଗ୍ରାଫ ବଢିଚାଲିଥୀବା ବେଲେ ବିଗତ ୧୦ ଦିନ ମଧ୍ୟରେ ସମ୍ବଲପୁର ସହର ମଧ୍ୟରେ ୩ଟି ଏବଂ ଗତ ୩ ଦିନ ମଧ୍ୟରେ ଦ୍ୱିତୀୟ  ଜଘନ୍ୟ ହତ୍ୟାକାଣ୍ଡ ଘଟିଛି I ମଙ୍ଗଳବାର ରାତ୍ର ପ୍ରାୟ ସାଢ଼େ ୮ଟା ସମୟ ମଧ୍ୟରେ ଧନୁପାଲି ଥାନା ଅଞ୍ଚଳର ସାକ୍ଷୀପଡା ସ୍ଥିତ ହନୁମାନ ମନ୍ଦିର ନିକଟରେ ଘଟିଥିବା ବିଜୟ ନାୟକ ଜଣେ ୨୦ ବର୍ଷିୟ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇ ଅମାନୁଷିକ ଭାବରେ ହତ୍ୟା କରାଯାଇଥୀଲା l ଏହି ଘଟଣା କୁ ୨ ଦିନ ବିତିଯାଇଥିଲେ ମଧ୍ଯ ପୁଲିସ ହାତ ଖାଲି ଅଛି ଯେଉଁଥି ପାଇଁ ଆଜି ଟାୟାର ଜାଲି ରାଜରାସ୍ତାକୁ ଓଲହାଇଛନ୍ତି ଉତ୍ୟକ୍ତ ଲୋକେ l ସେପଟେ ୨ ଦିନ ଭିତରେ ଅପରାଧୀ କୁ ଗିରଫ କରାଯିବ ବୋଲି ପୁଲିସ ପ୍ରତିଶୃତି ଦେବାପରେ ଉତ୍ୟକ୍ତ ଲୋକେ ସାନ୍ତ ପଡ଼ିଥିଲେ l


Next

କୁଚିଣ୍ଡା୧୬/୧୨/(ସମିସ)ସମ୍ୱଲପୁର ସ୍ଥତି ନେହେରୁ ଯୁବ କେନ୍ଦ୍ର ପଖ୍ୟରୁ କୁଚିଣ୍ଡା ବ୍ଲକ ତେଲିତିଲେଇମାଲ ଗ୍ରାମ ପଂଚାୟତ ରେ ବ୍ୟାପକ ଯୁବ ଜାଗରଣ କାର୍ୟ୍ୟକ୍ରମ ହାତ କୁ ନିଆଯାଇଛିା ଏଇ ଅବସରରେ ଅର୍ଜୁନଡିହି ଠାରେ ମାଁ ସମଲେଶ୍ୱରୀ କ୍ଲବ ର ସଭାପତି ଶ୍ରୀ ସୁରଜ ସେଉଲ ଓ ଡନସନାଡିହି ଠାରେ ସେଣ୍ଟ ଯୋଶେଫ ୟୁଥ କ୍ଲବ ସଭାପତି ସୁନଲ ମୁଣ୍ଡା ଙ୍କ ସଭାପତିତ୍ୱରେ ଦୁଇ ଗୋଟି ଯୁବ ଜାଗରଣ ସଭା ହୋଇଯାଇଛିା ନେହେରୁ ଯୁବ କେନ୍ଦ୍ର କୁଚିଣ୍ଡା ବ୍ଲକ ସ୍ୱେଚ୍ଛାସେବୀ ସରୋଜ ମେହେର ଙ୍କ ପରିଚାଳନା ରେ ଆୟୋଜତି କାର୍ୟ୍ୟକ୍ରମ ରେ ପ୍ରକୃତି ବଂଧୁ ଶ୍ରୀ ସୁବାଷ ଚନ୍ଦ୍ର ନାୟକ ଓ ସାମ୍ୱାଦିକ ଗନନ ଶର୍ମା ବୃଖ୍ୟ ରୋପଣ ,ସ୍ୱଚ୍ଛଭାରତଓ ରକ୍ତଦାନ କାର୍ୟ୍ୟକ୍ରମ ସମ୍ପର୍କ ରେ ତାଲିମ ପ୍ରଦାନ କରିଥିଲୋ ଶେଷରେ ରାଜେଶ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ

News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like