-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ସତ୍ୟବାଦୀ କଲେଜରେ ସାଂସ୍କୃତିକ ଓ ସାହିତ୍ୟିକ ଉତ୍ସବ

08-Dec-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ବୀରମହାରାଜପୁର ଉପଖଣ୍ଡର କଲାପଥର ସ୍ଥିତ ସତ୍ୟବାଦୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ  ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ  ପ୍ରାୟୋଜିତ ସମନ୍ୱିତ ଯୁବ ବିକାଶ କାର୍ୟକ୍ରମ 'ନୂଆ-ଓ' ର ସାହିତ୍ୟିକ ଓ ସାଂସ୍କୃତିକ ଉତ୍ସବ   ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି ।ଏହି ଅବସର ରେ କଲେଜ ଅଧ୍ୟକ୍ଷ ଶ୍ରୀକାନ୍ତ ପଧାନ ସଭାପତିତ୍ୱ କରି ନୂଆ-ଓ ର ଆଭିମୁଖ୍ୟ ଉପସ୍ଥାପନା କରିଥିଲେ। ସ୍ଥାନିୟ ସରପଞ୍ଚ  ସୂର୍ଯ୍ୟକାନ୍ତି ମେହେର,ସମିତିସଭ୍ୟ  ରବିଚନ୍ଦ୍ର ମହାକୁର , ଜିଲ୍ଲା ପରିଷଦ ଉପ ସଭାପତି ଝସକେତନ ବଘାର ଓ ଅନୁଷ୍ଠାନ ର ପୁର୍ବତନ ସାଧାରଣ ସଂପାଦକ  ଦାସରଥୀ  ପ୍ରଧାନ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଖୁସି ବ୍ୟକ୍ତ କରିଥିବାବେଳେ ଅନୁଷ୍ଠାନର ପ୍ରଚେଷ୍ଟା ଓ ପ୍ରତ୍ୟେକ କ୍ଷେତ୍ର ରେ ସଫଳତା ପାଇଁ ପ୍ରସଂଶା ଶୁଭେଛା ଜଣାଇ ଥିଲେ । ଶିକ୍ଷାର୍ଥୀ ମାନଙ୍କ ମଧ୍ୟରେ ବକ୍ତୃତା,ସଂଗୀତ,କୈାତୁକ ପୋଷାକ  ପ୍ରତିଯୋଗିତା ଆୟୋଜନ କରାଯାଇଥିବା ବେଳେ ଶେଷରେ ଖାଦ୍ୟମେଳାର ଉଦଘାଟନ କରାଯାଇଥିଲା। ପ୍ରତିଯୋଗୀ ମାନେ ବିଭିନ୍ନ ପ୍ରକାର ପରମ୍ପରାଗତ ସ୍ୱାଦିଷ୍ଟ ଓ ମନଲୋଭା ଖାଦ୍ୟ ପ୍ରସ୍ତୁତ କରି ସମସ୍ତଙ୍କ ମନ କିଣି ନେଇଥିଲେ। ଏହି କାର୍ଯ୍ୟକ୍ରମରେ ଅଧ୍ୟପିକା  ଦେବଯାନୀ ମେଶୁଆ ପରିଚାଳନା କରିଥିବା ବେଳେ ନୋଡାଲ୍ ଅଫିସର  ପ୍ରତିମା ବାରିକ  ଧନ୍ୟବାଦ ଅର୍ପଣ କରିଥିଲେ। ସାଂସ୍କୃତିକ ସମ୍ପାଦକ ଭାବେ ଛାତ୍ରୀ ପ୍ରଜ୍ଞା ପରମିତା ପାଣିଗ୍ରାହି, ବୃଷଭ ପୁଟେଲ  ଓ ଧ୍ରୁତିତପା ବେହେରା କାର୍ଯ୍ୟ ସଂପାଦନ କରିଥିଲେ। ଅନୁଷ୍ଠାନର ସମସ୍ତ କର୍ମଚାରି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026

You Might Also Like