-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||     

HOME   ଜିଲ୍ଲା

ବୌଦ୍ଧ ଆଦର୍ଶ ଡ଼ିଗ୍ରୀ ମହାବିଦ୍ୟାଳୟରେ ନୁଆଁ -ଓ, ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ତରଫରୁ ସାଂସ୍କୃତିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ

08-Dec-2023



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି): ବୌଦ୍ଧ ସ୍ଥିତ ଆଦର୍ଶ ଡ଼ିଗ୍ରୀ ମହାବିଦ୍ୟାଳୟ ରେ ନୁଆଁ -ଓ, ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ତରଫରୁ ସାଂସ୍କୃତିକ ଉତ୍ସବ ଓ ପୁରସ୍କାର ବିତରଣ ଅନୁଷ୍ଠିତ ହୋଇଯାଇଛି. ଏହି ସମାରୋହରେ ଓଡିଶା ସରକାରଙ୍କର ମାନ୍ୟବର ମନ୍ତ୍ରୀ, ଜଙ୍ଗଲ ପରିବେଶ, ଜଳବାୟୁ ପରିବର୍ତନ, ପଂଚାୟତ୍ତିରାଜ, ପାନୀୟ ଜଳାଯୋଗଣ ଓ ସୂଚନା ଓ ଲୋକସମ୍ପର୍କ ବିଭାଗ, ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ, ମୁଖ୍ୟ ଅତିଥି ରୂପେ ଯୋଗଦେଇ, ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କର ଜନହିତକର ଯୋଜନା ଓ ଯୁବ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ନେଇଥିବା ବିଭିନ୍ନଯୋଜନା ଉପରେ ଆଲୋକପାତ କରିବା ସହ ମହାବିଦ୍ୟାଳୟ ର ଉନ୍ନତି ପାଇଁ ବିଭିନ୍ନ ପଦକ୍ଷେପ ନେବେ ବୋଲି କହିଥିଲେ. ସାନମାନିତା ଅତିଥି ଭାବେ, ବୟାନିକା ର ସଭାପତି, ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ମେହେର, ଯୋଗଦେଇ ଛାତ୍ରଛାତ୍ରୀ ଙ୍କୁ ଉତ୍ସlହିତ କରିଥିଲେ, ଅନ୍ୟତମ ସାନମାନିତା ଅତିଥିଭାବେ, ମହାବିଦ୍ୟାଳୟ ର ପରିଚାଳନା କମିଟି ର ସଭାପତି, ଡ଼କ୍ଟର ସୁବର୍ଣା ମିଶ୍ର ଯୋଗଦେଇ ନୁଆଁ -ଓ କାର୍ଯ୍ୟକ୍ରମ ର ସଫଳତା ଉପରେ ଆଲୋକପlତ କରିଥିଲେ, ମହାବିଦ୍ୟାଳୟ ର ଅଧ୍ୟକ୍ଷ, ଶ୍ରୀଯୁକ୍ତ ରବୀନ୍ଦ୍ର କୁମାର ସାହୁ, ପ୍ରାରମ୍ଭିକ ବିବରଣୀ ପାଠ କରିବା ସହ, ନୁଆଁ -ଓ କାର୍ଯ୍ୟକ୍ରମ ର ମହାବିଦ୍ୟାଳୟ ର ନୋଡାଲ ଅଫିସର, ଶ୍ରୀଯୁକ୍ତ ପ୍ରମୋଦ ମେହେର ସ୍ୱାଗତ ଭାଷଣ ଦେଇଥିଲେ. ସଭା ଶେଷରେ ମୁଖ୍ୟ ଅତିଥି ଓ ଅନ୍ୟମାନେ କୃତି ଛାତ୍ରଛାତ୍ରୀ ଙ୍କୁ ପୁରସ୍କାର ବିତରଣ କରିଥିଲେ, ଶେଷରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀ ଙ୍କ ଦ୍ୱାରା ପରିବେଷଣ କରାଯାଇଥିଲାl ମହାବିଦ୍ୟାଳୟ ର ସାଂସ୍କୃତିକ ବିଭାଗର ମୁଖ୍ୟ ଶୁଭକାନ୍ତ ସ୍ୱାଇଁ, ପରିଚାଳନା କରିବା ସହ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀ ବହୁସଂଖ୍ୟାରେ ଯୋଗଦାନ କରିଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026

You Might Also Like