-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ତୁରେକେଲା ରେ ଯୁବ ଓଡ଼ିଶା ନବୀନ ଓଡ଼ିଶା (ନୂଆଁ ଓ) ଆନୁକୁଲ୍ୟରେ ସଚେତନତା କାର୍ଯ୍ୟକ୍ରମ

08-Dec-2023



ତୁରେକେଲା (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ତୁରେକେଲା ରାଜୀବଗାନ୍ଧୀ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଯୁବ ଓଡ଼ିଶା ନବୀନ ଓଡ଼ିଶା (ନୂଆଁ ଓ) ଆନୁକୁଲ୍ୟରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ଛାତ୍ରଛାତ୍ରୀ ମାନଙ୍କର ଏକ ବିରାଟ ରେଲି ଅନୁଷ୍ଠିତ ହୋଇଥିଲା। ଛାତ୍ରଛାତ୍ରୀ ମାନେ ପ୍ଳା କାର୍ଡ ବେନର ଧରି ସ୍ବଛତା, ସଡ଼କ ସୁରକ୍ଷା,ପ୍ଳାଷ୍ଟିକ ବ୍ୟବ‌ହାର ର ଅପକାରିତା ସମ୍ପର୍କ ରେ ବିଭିନ୍ନ ସ୍ଳୋଗାନ ଦେଇ ସ‌ହର ପରିକ୍ରମା କରିଥିଲେ ଏବଂ ସଫାଇ କାର୍ଯ୍ୟକ୍ରମ ମଧ୍ୟ କରାଯାଇଛି।ପରେ ଜଗନ୍ନାଥ ମନ୍ଦିର ସାମନାରେ ଏକ ସଭା ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଅଧ୍ୟକ୍ଷ ଅଶ୍ବିନୀ କୁମାର ମେହେର ସଭାପତିତ୍ବ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ଏନ୍, ଏ, ସି

ଅଧ୍ୟକ୍ଷ  ବରିଆମ ସିଂ ସାଲୁଜା ଯୋଗଦାନ କରିଥିଲେ। ସମ୍ମାନୀତ ଅତିଥି ଭାବେ ବ୍ୟାଙ୍କ୍ ମ୍ୟାନେଜର ଧନଞ୍ଜୟ ପୁଝାରୀ,ସି ଡି ପି ଓ ଶ୍ରୀମତି ରତ୍ନା ବରାଡ, ସମିତି ସଭ୍ୟ ପ୍ରମୋଦ କୁମାର ମହାପାତ୍ର ଯୋଗଦାନ କରିଥିଲେ। ଛାତ୍ରଛାତ୍ରୀ ମାନେ ମହିଳା ସଶକ୍ତିକରଣ ଉପରେ ଏକ ନୃତ୍ୟ ପରିବେଷଣ କରିଥିଲେ। ଅପରାହ୍ନରେ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟାପକ ରୁଦ୍ରମଣୀ ମେହେର, ପ୍ରବୀର କୁମାର ସାହୁ,ମାନସ କୁମାର ନାଗ, ବେଣୁପାଣୀ କୁମ୍ଭାର, ସନ୍ତୋଷ ଛତ୍ରିଆ, ଘନଶ୍ୟାମ ଶବର, ସଞ୍ଜୟ ପାଣିଗ୍ରାହୀ, ଅଧ୍ୟାପିକା ଶ୍ରାବଣୀ ବାରିକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା ରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026

You Might Also Like