-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ରେ ଭୀମଭୋଇ ଭିନ୍ନ କ୍ଷମ ସାମର୍ଥ୍ୟ ଶିବିର ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

09-Dec-2023



ନବରଙ୍ଗପୁର(ମିହିର ଶଙ୍କର ପାତ୍ର): ଡାବୁଗାଁ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଡିଓ  ଶରତ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ, ଏବିଡିଓ ପଦ୍ମନାଭ ତ୍ରିପାଠୀ, ସିଡିପିଓ ମିନତି ଦାଶ, ଏବିଇଓ ଦେବରାଜ ଗୋପାଳ ପ୍ରମୁଖ ମଞ୍ଚାସୀନ ଥିଲେ। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଆଗାମୀ ୧୮ ଡିସେମ୍ବର ସୋମବାର ଦିନ ଡାବୁଗାଁ ବ୍ଲକ କାର୍ଯ୍ୟାଳୟ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହେବାକୁ ଥିବା ବେଳେ ବ୍ଲକରେ ରହିଥିବା ଭିନ୍ନକ୍ଷମ ମାନଙ୍କୁ ଚିହ୍ନଟ କରାଯାଇ ଶିବିରରେ ଆଣିବା ପାଇଁ ବିଡିଓ ଶରତ ମାଝୀ କହିଥିଲେ। ସରକାରଙ୍କ ତରଫରୁ ଭିନ୍ନକ୍ଷମ ମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗ ପ୍ରଦାନ କରାଯାଉ ଥିବାରୁ ଏହାର ଲାଭ ଉଠାଇବାକୁ କହିଥିଲେ। ବିଶେଷ କରି ଶିବିରକୁ ଆସିବା ପୂର୍ବରୁ ଭିନ୍ନକ୍ଷମ ମାନେ ଅନଲାଇନ୍ ନାମ ପଞ୍ଜୀକୃତ କରିବା ସହ ଆବଶ୍ୟକ କାଗଜପତ୍ର ଧରି ଆସିବାକୁ କୁହା ଯାଇଥିଲା। ଜନସେବା କେନ୍ଦ୍ର, ମୋ ସେବା କେନ୍ଦ୍ର, କମ୍ପ୍ୟୁଟର କିମ୍ବା ମୋବାଇଲ ମାଧ୍ୟମରେ ଭିନ୍ନକ୍ଷମ ମାନଙ୍କ ନାମ ପଞ୍ଜିକରଣ କରିବା ପାଇଁ କହିଥିଲେ। ଏହି ପ୍ରସ୍ତୁତି ବୈଠକରେ ବ୍ଲକର ସମସ୍ତ ସରପଞ୍ଚ, ପିଇଓ, ଜିଆରଏସ, ଯୋଗାଣ ସହାୟକ, ଅଙ୍ଗନୱାଡ଼ି କର୍ମୀ ତଥା ଅନ୍ୟ ବିଭାଗର କର୍ମଚାରୀ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like