-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

କର୍ଲାପଡା ସ୍ନାତକ ମହାବିଦ୍ୟାଳୟ ରେ ନୂଆ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

09-Dec-2023



(କେଶବ ମେହେର)କଳାହାଣ୍ଡି ଜିଲ୍ଲା  ସଦର ବ୍ଲକ କର୍ଲାପଡା ସ୍ନାତକ ମହାବିଦ୍ୟାଳୟ ରେ କଲେଜ ର ଅଧ୍ୟକ୍ଷ  ପ୍ରଶାନ୍ତ  କୁମାର ଷଡ଼ଙ୍ଗୀ ଙ୍କ ଅଧ୍ୟକ୍ଷତା ରେ ନୂଆ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମ ରେ ବିଜେଡି ଜିଲ୍ଲା ସଭାନେତ୍ରୀ  ଲଳିତା ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିଥିଲେ | ପ୍ରକାଶ ଥାଉକି  ଏହି କାର୍ଯ୍ୟକ୍ରମ ଗତ ତା 4 ରିଖ ରୁ ଆରମ୍ଭ ହୋଇ ଆଜି ଷଷ୍ଠ ଦିନ ରେ ପହଞ୍ଚିଥିଲା |ପରେ ପରେ ମୁଖ୍ୟ ଅତିଥି ଏବଂ ସମ୍ମାନିତ  ଅତିଥି  କଲେଜ ର ସଭାପତି ଓ ଉକ୍ତ କଲେଜ ଅଧ୍ୟାପିକା, ଅଧ୍ୟାପକ ଛାତ୍ରଛାତ୍ରୀ ଙ୍କ ଦ୍ୱାରା ସ୍ଥାନୀୟ ଅଞ୍ଚଳ ଛେଲିଆ ମାଳ ଗ୍ରାମରେ ନୂଆ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହ ନାରୀମାନଙ୍କୁ କିଭଳି ସମ୍ମାନ କରିବା ସେହି ଦିଗ ରେ ପଦଯାତ୍ରା ମାଧ୍ୟମରେ   ଜନସାଧାରଣ ଙ୍କୁ   ସଚେତନତା କରାଯାଇଥିଲା |ସେହିପରି ଉକ୍ତ କଲେଜ ଷଷ୍ଠ ଦିନ ଧରି ଚାଲିଥିବା ନୂଆ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ରେ ବିଭିନ୍ନ ପ୍ରକାର ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା |

ଶେଷରେ ମୁଖ୍ୟ ଅତିଥି ବିଜେଡି ଜିଲ୍ଲା ସଭାନେତ୍ରୀ ଲଳିତା ନାଏକ ଦ୍ୱାରା କୃତ୍ତି ଛାତ୍ରଛାତ୍ରୀ ଙ୍କୁ ପୁରସ୍କୃତ ବିତରଣ କରାଯାଇଥିଲା |ସେହିପରି ରାଜ୍ୟ ର ସ୍କୁଲ କଲେଜ କୁ ଉନ୍ନତ ମାନର ଶିକ୍ଷାନୁଷ୍ଠାନ ଭାବେ ଗଢି ତୋଳିବା ଏବଂ ବିଶେଷ କରି ଶିକ୍ଷା କ୍ଷେତ୍ର କୁ ଅଗ୍ରଗତି ରେ ନେଉଥିବା ଯୋଗୁଁ ଓଡିଶା ର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ଉପସ୍ଥିତ ଥିବା ଅତିଥି ଗଣ ଛାତ୍ରଛାତ୍ରୀ ଙ୍କ ମାଧ୍ୟମରେ କୃତଜ୍ଞତା ଜଣାଇଥିଲେ |ଅନ୍ୟ ମାନଙ୍କ ମଧ୍ୟରେ  ମୁଖ୍ୟ ଅତିଥି ବିଜେଡି ଜିଲ୍ଲା ସଭାନେତ୍ରୀ ଲଳିତା ନାଏକ,  ସମ୍ମାନିତ ଅତିଥି ଦୁଇ ନମ୍ବର ଜୋନ ଜିଲ୍ଲାପରିଷଦ  ଦୟାନିଧି ନାଏକ, ସଭାପତି ଧୃଭାଚରଣ ପ୍ରଧାନ, କଲେଜ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ଷଡ଼ଙ୍ଗୀ, ଅଧ୍ୟାପକ ନବକିଶୋର ପ୍ରଧାନ, ଲଳିତା ପଣ୍ଡା, ରଣଜିତ ମେହେର, ମୋହନ ପୁଟେଲ, ଶୁଭଶ୍ରୀ ପଣ୍ଡା, ଅର୍ଚନା ସା ପ୍ରମୁଖ ଉପସ୍ଥିତ ଥିଲେ |ଅଧ୍ୟାପକ ମୋହନ ପୁଟେଲ ସୁନ୍ଦର ଭାବରେ ମଞ୍ଚ ପରିଚାଳନା କରିଥିଲେ  |


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like