-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||     

HOME   ଜିଲ୍ଲା

ଟେର୍ଚାପଲା ଠାରେ କ୍ଷେତ୍ର ଦିବସ ...

09-Dec-2023



କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ )
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ମିଲେଟ ମିଶନ ଯୋଜନା କାର୍ଯ୍ୟକାରୀ ସଂସ୍ଥା ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ଓ ଓଡିଶା ମିଲେଟ୍ସ ମିଶନ ପ୍ରକଳ୍ପ ପକ୍ଷରୁ ଜୋରାଡବରା ପଞ୍ଚାୟତ ଟେର୍ଚାପଲା  ଠାରେ  ଶନିବାର କ୍ଷେତ୍ର ଦିବସ ପାଳନ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ କର୍ଲାମୁଣ୍ଡା  ଖ ଯୋନ ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ,,ସମ୍ମାନିତ ଅତିଥି ଭାବେ ଗ୍ରାମ କୃଷିକର୍ମୀ  ଲୋକନାଥ ନାଗ , ସାମାଜିକ କର୍ମୀ ଚୈତନ୍ୟ ସାହୁ  ୱାର୍ଡ ମେମ୍ବର ପଙ୍କଜ ମାଝୀ,ଗାଁ ଗଉନ୍ତିଆ ତାରାଚନ ମାଝୀ,ମାଣ୍ଡିଆ ଚାଷୀ  ନନ୍ଦି କିଶୋର ମାଝୀ,ମିଲେଟ୍ସ ମିଶନ ପ୍ରକଳ୍ପର କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟ କ୍ରମ ସଂଯୋଜକ ଜଗଦୀଶ ପ୍ରସାଦ ରଣା,ଅତିରିକ୍ତ ବ୍ଲକ କାର୍ଯ୍ୟକ୍ରମ ସଂଯୋଜକ ପ୍ରଦୀପ କୁମାର ସାହୁ ପ୍ରମୁଖ ଯୋଗ ଦେଇ କ୍ଷୁଦ୍ର ଶସ୍ୟ ର ଚାହିଦା ଓ ତାକୁ ଖାଦ୍ୟ ରୂପେ ଗ୍ରହଣ କରିବା,ଅମଳ ବୃଦ୍ଧି, ଚାଷର ବିଭିନ୍ନ ପଦ୍ଧତି, ମଣ୍ଡି ର ବ୍ୟବସ୍ଥା ସହିତ ସରକାରୀ ସ୍ତରରେ ଏଥିପାଇଁ ଥିବା ସୁବିଧା ସୁଯୋଗ ଉପରେ ଆଲୋଚନା କରିଥିଲେ।ପରେ ପରେ ନିକଟସ୍ଥ ମାଣ୍ଡିଆ ଚାଷ କୁ ଚାଷୀ ମାନଙ୍କ ଦ୍ଵାରା ପରିଦର୍ଶନ କରାଯାଇଥିଲା।ମିଲେଟ୍ସ ମିଶନ ପ୍ରକଳ୍ପ ର ସିଆରପି ଭାନୁମତି ପଧାନ, ,ଜୀବର୍ଦ୍ଧନ ସାହୁ,ଧୁରାବନ ବାଗ, ବାଲ୍ମୀକି ଛତ୍ରୀଆ,ହିସାବ ରକ୍ଷକ ସନାତନ କରୁଆଁ , ସ୍ୱେଚ୍ଛାସେବୀ ସତ୍ୟସାଇ ପଧାନ,ଗୋପୀ କାନ୍ତ ମାଝୀ, ଦେବେନ୍ଦ୍ର ମାଝୀ, ପିତାମ୍ବର ଡୋଳାମଣୀ ମାଝୀ,ଚୈତନ୍ୟ ମାଝୀ ,ପ୍ରଶାନ୍ତ ମାଝୀ, ରାଏଧର ଭୋଇ, ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ରେ ବ୍ଲକ ର ବିଭିନ୍ନ ଗାଁରୁ  ଶତାଧିକ  ମାଣ୍ଡିଆ ଚାଷୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026

You Might Also Like