-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||     

HOME   ଜିଲ୍ଲା

ଆଗଲପୁର ଡିଗ୍ରୀ ମହାବିଦ୍ୟାଳୟ ରେ ନୂଆ-ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ

09-Dec-2023



ଆଗଲପୁର, (ବିନୋଦ କୁମାର ଦୀପ) ଆଗଲପୁର ବ୍ଲକ ର ଆଗଲପୁର ଡିଗ୍ରୀ ମହାବିଦ୍ୟାଳୟ ସୃତି ବିହାର ଠାରେ ନୂଆ-ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ କଲେଜ ଅଧ୍ୟକ୍ଷ ସନତ ଦଳେଇ , ନୋଡାଲ ଅଧିକାରୀ ଉମାଶଙ୍କର ପଧାନ ସମ୍ମାନିତ ଅତିଥି ଭାବେ ମଂଚାସୀନ ଥିଲେ l ଅଧ୍ୟକ୍ଷ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସଭାରେ ପ୍ରଥମେ ଅତିଥି ପରିଚୟ କଲାପରେ ସମଲେଇ ମା ଙ୍କ ପ୍ରତିମୂର୍ତ୍ତି ରେ ଦ୍ଵୀପ ପ୍ରଜ୍ବଳନ କରି ଛାତ୍ରଛାତ୍ରୀ ଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ଗାନ କରାଯାଇ ଥିଲା ଓ ଅତିଥିବୃନ୍ଦ ଙ୍କୁ ଫୁଲତୋଡା ଓ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା l ଏହାପରେ ଅତିଥି ମାନେ ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ କୁ ଆଗେଇ ନେଇଥିଲେ l

ଅତିଥି ମାନେ ସୋସିଆଲ ଏକ୍ଟିଭିଟିଜ ଓ ଛାତ୍ରଛାତ୍ରୀ ଙ୍କ ଅନ୍ତର୍ନିହିତ ମୂଲ୍ୟବାନ ଗୁଣ , ମାତୃଶକ୍ତି ର ଅବଦାନ , ଆଞ୍ଚଳିକ ଉନ୍ନତି , ବେଟି ବଚାଓ ବେଟି ପଢ଼ାଓ ଉପରେ କାର୍ଯ୍ୟକ୍ରମ ମଧ୍ୟମରେ ଆଲୋଚନା କରିଥିଲେ l ଏହା ସହିତ ସ୍ବଚ୍ଛତା ଅବଲମ୍ବନ କରିବା ପାଇ ବିଧାୟକ ଡ଼ ମୁକେଶ ମହାଲିଙ୍ଗ ଛାତ୍ରଛାତ୍ରୀ ଙ୍କୁ  କହିଥିଲେ l କଲେଜ ର କାର୍ଯ୍ୟକ୍ରମ ମାଧ୍ୟମରେ ଚାଲିଥିବା ସୋସିଆଲ ୱର୍କ୍ ଏଣ୍ଡ ଏକ୍ଟିଭିଟିଜ ଉପରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଙ୍କୁ ଅତିଥି ଙ୍କ ଦ୍ୱାରା ପୁରସ୍କୃତ କରାଗଲା l  କଲେଜ ର ଅଧ୍ୟାପକ  କୁଳମଣି ମେହେର , ବିରେନ୍ଦ୍ର ବାଗ , ଅର୍ଣ୍ଣଦା ତ୍ରିପାଠୀ , ଚିନ୍ତାମଣି ପଧାନ ,  ନାରାୟଣ ମେହେର , ଅଶ୍ଵିନୀ ମେହେର ପ୍ରମୁଖ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l ଶେଷରେ ଅଧ୍ୟକ୍ଷ ଙ୍କ ପରାମର୍ଶ କ୍ରମେ ନୋଡାଲ ଅଧିକାରୀ ଉମାଶଙ୍କର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026

You Might Also Like