-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ରାଜ୍ୟ

ଶିଶୁ ବିକାଶ କେନ୍ଦ୍ରର ୩୯ତମ ପ୍ରତିଷ୍ଠା ଦିବସ ପାଳନ

09-Dec-2023



ବଲାଙ୍ଗିର(ପ୍ରେରଣା ଖବର) ବଲାଙ୍ଗିର ର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନର ୩୯ତମ ପ୍ରତିଷ୍ଠା ଦିବସ ଟାଉନ ବାଳିକା ବିଦ୍ୟାଳୟର ସଭାକକ୍ଷ ଠାରେ ପାଳିତ ହୋଇଯାଇଛି । ସଭାପତି ମଦନ ମୋହନ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଉପଦେଷ୍ଟା ମଣ୍ଡଳୀ ନିଳମଣି ମିଶ୍ର, ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ସତ୍ୟବନ୍ତ ବେଦ୍‌ବାକ ଓ ଜୟରାମ ମିଶ୍ର ବରେଣ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଶିଶୁ ସମାଜର ଉନ୍ନତି କଳ୍ପେ ଶିଶୁ ବିକାଶ କେନ୍ଦ୍ର ବହୁବିଧ କାର୍ଯ୍ୟକ୍ରମ ହାତକୁ ନେଇ ଶିଶୁମାନଙ୍କର ଶାରିରୀକ, ମାନସିକ ଓ ବୌଦ୍ଧିକ ବିକାଶରେ ସଦା ତତ୍ପର ବୋଲି ବକ୍ତାମାନେ ପ୍ରକାଶ କରି କହିଲେ ଯେ ବଲାଙ୍ଗିର ରେ ଦିର୍ଘ ୩୮ ବର୍ଷ ବଂଚାଇ ରଖିବା ସହଜ କଥା ନୁହେଁ । ପ୍ରଥମ ପର୍ଯ୍ୟାୟରେ

ପିଲାମାନଙ୍କ ଭିତରେ ଚିତ୍ରାଙ୍କନ ଓ ପ୍ରବଂଧ ପ୍ରତିଯୋଗିତା କରାଯାଇଥିଲା । ଦ୍ୱିତୀୟ ପର୍ଯ୍ୟାୟରେ କସ୍ତୁରୀ ରଥ ଅତିଥି ପରିଚୟ ଦେଇଥିବା ବେଳେ ଟାଉନ ବାଳିକା ବିଦ୍ୟାଳୟର ଛାତ୍ରୀମାନେ ସ୍ୱାଗତ ସଂଗୀତ ଗାନ କରିଥିଲେ । ପରିଚାଳନା ସଂପାଦକ ଅରୁଣ ଖୁଆସ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ । ଏହି ପାର୍ବଣରେ ଶିକ୍ଷାବିତ୍ କପିଳ ପତିଙ୍କ ‘ପୌରାଣିକ କଥା ସଂଗ୍ରହ’ ର ଶୁଭ ବିମୋଚନ ହୋଇଥିଲା । କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ ଧିରେନ୍ଦ୍ର ନାରାୟଣ ସିଂହଦେଓ, ପ୍ରଶାନ୍ତ ଷଡଙ୍ଗୀ, ଦୁର୍ଗାଚରଣ ସାହୁ, ଚୂଡେନ୍ଦ୍ର କୁମାର ବେହେରା, ରତ୍ନମୟ ତ୍ରିପାଠୀ, ଡା. ଅଶୋକ ସେଠୀ, ଶୁଭେନ୍ଦ୍ର ନେପାକ, କେଶବ ଚନ୍ଦ୍ର ମିଶ୍ର, ମଧୁ ସାହୁ ଓ ପ୍ରଦୀପ ପଶାୟତ । ଶେଷରେ ଉପସଭାପତି ସୁନାଧର ବନଛୋର ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like