-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ପ୍ରଥମ ସୁକତେଲ ମହୋତ୍ସବ ଉଦଘାଟିତ

10-Dec-2023



ବଲାଙ୍ଗିର (ପ୍ରେରଣା ଖବର ): ବଲାଙ୍ଗିର ସଦର ବ୍ଲକ ବାନ୍ଧନ ଘୋର୍ ଗାଁ ରେ ପ୍ରଥମ ସୁକତେଲ ମହୋତ୍ସବ ଉଦଘାଟିତ ହୋଯାଇଛି। ନେସନାଲ ସର୍ଭିସ୍ ଫାଉଣ୍ଡେସନ ଓ ସୁକତେଲ ମହୋତ୍ସବ କମିଟି ଦ୍ବାରା ଆୟୋଜିତ ହୋଇ ଯାଇଛି । ଆଜି ସକାଳୁ ମଶାଲ ଶୋଭାଯାତ୍ରା ଓ  କଳାକାର ସମାବେଶ ଅନୁଷ୍ଠିତ ହୋଇଥିବା ବେଳେ  ସାଂସ୍କୃତିକ ସନ୍ଧ୍ୟା ରେ ମୂଖ୍ୟ ଅତିଥି ଶ୍ରୀ ଅଶ୍ଵିନୀ ପାତ୍ର ମାନ୍ୟବର ମନ୍ତ୍ରୀ ପର୍ଯ୍ୟଟନ, ଭାଷା ସାହିତ୍ୟ ସଂସ୍କୃତି ଓ ଅବକାରୀ ବିଭାଗ ଓଡ଼ିଶା ସରକାର ,  ସମ୍ମାନନୀୟ ଅତିଥି

ନରସିଂହ ମିଶ୍ର ମାନ୍ୟବର ବିଧାୟକ  ଙ୍କ ଦ୍ଵାରା ଉଦ୍ଘାଟିତ ହୋଇଯାଇଛି । ଏହି ଉତ୍ସବ ରେ  ମୁଖ୍ୟ ବକ୍ତା ଶାଶ୍ଵତ ତ୍ରିପାଠୀ ସଙ୍ଗୀତ ନାଟକ ଏକାଡେମୀ ସଦସ୍ୟ, ସୁକତେଲ ମହୋତ୍ସବ କମିଟି ସଭାପତି ବିଧୁଭୂଷଣ ସିଂହ ଦେଓ, ସମ୍ପାଦକ ପ୍ରଣୟ ଆନନ୍ଦ କୁମାର ତ୍ରିପାଠୀ ମଞ୍ଚାସିନ ଥିଲେ,  ଚିଙ୍କୁ ପ୍ରଧାନ ଆବାହକ, ସୁବଳ ଚନ୍ଦ୍ର ଗୁରହlଣ୍ଡି ଉପ ସଭାପତି, ସତ୍ୟନାରାୟଣ ଗହୀର ସଂଯୋଜକ, ହାଡିବନ୍ଧୁ ତ୍ରିପାଠୀ କାର୍ଯ୍ୟକ୍ରମ ନିଷ୍ପାଦକ, ଶ୍ରୀଧର ବାରିକ, ସଞ୍ଜୟ  ଗଡତ୍ୟ। କୌସ୍ତୁଭ ସାହୁ, ଶ୍ରିମୟ ତ୍ରିପାଠୀ, ମନ୍ମୟ ଆନନ୍ଦ ତ୍ରିପାଠୀ, ଉପଦେଷ୍ଟା ମଳୟ ଆନନ୍ଦ କୁମାର ତ୍ରିପାଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏଥିରେ ରୁମକୁ ଝୁମାନା ସୁବର୍ଣ୍ଣପୁର, ଆଦିବାସୀ ଲୋକନୃତ୍ୟ ଦଳ ଆର୍ ଆର କଲୋନୀ ଝାଙ୍କର ପାଲି, ସଂଜ୍ୟୋତ କଳା କେନ୍ଦ୍ର ବଲାଙ୍ଗିର ଓ ଅତିଥି କଳାକାର ବ୍ୟାସଦେବ ପୁରୋହିତ ସମ୍ବର୍ଦ୍ଧିତ,  ହୋଇଥିଲେ,  ସଂସ୍କୃତି ଅଧିକାରୀ ରଶ୍ମୀରଂଜନ ମିଶ୍ର, କଳା ସଂଗଠକ ଜୟକୃଷ୍ଣ ମିଶ୍ର, ପରମାନନ୍ଦ ମାଝୀ, ସୁଦାମ ବିଶି ଜିଲ୍ଲା କଳା ସଂସ୍କୃତି ସଂଘ ସଭାପତି, ଗୋଲାପ ବାଗ ବ୍ଲକ କଳା ସଂସ୍କୃତି ସଂଘ ସଭାପତି, ଧରଣୀଧର ନାୟକ,  ପ୍ରମୁଖ ଉପସ୍ଥିତ ଥିଲେ, ସଞ୍ଜୟ ଆନନ୍ଦ ତ୍ରିପାଠୀ ଧନ୍ୟବାଦ ଦେଇଥିଲେ, ଓଡ଼ିଶା ସରକାର ଙ୍କ ସହଯୋଗରେ  ବିଭିନ୍ନ ସାଂସ୍କୃତିକ ଦଳ ଭାଗ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like