-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ରାଣୀ ଲକ୍ଷ୍ମବାଈ ଆତ୍ମା ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ

10-Dec-2023



ହରଭଙ୍ଗା/ବୌଦ୍ଧ(ଦୁର୍ଯ୍ଯୋଧନ ବିଶି ): -ହରଭଙ୍ଗା ବ୍ଲକ କରଞ୍ଜକଟା ସ୍ଥିତ ଉଚ୍ଚ  ପ୍ରାଥମିକ ବିଦ୍ୟାଳୟଠାରେ ସମଗ୍ର ଶିକ୍ଷା ବୌଦ୍ଧ ଆନୁକୂଲ୍ୟରେ ବିଦ୍ୟାଳୟ ଛାତ୍ରୀ ମାନଙ୍କୁ ନେଇ ୫ଦିନ ହେବ ଚାଲିଥିବା 'ରାଣୀ ଲକ୍ଷ୍ମୀବାଈ ଆତ୍ମ ସୁରକ୍ଷା ତାଲିମ' ଶିବିର ଶନିବାର ଉଦଯାପିତ ହୋଇଛି l  ପ୍ରଧାନଶିକ୍ଷକ ସୁଧାକର ଜେଠିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ମୁଖ୍ୟଅତିଥି ଭାବେ ସିଆରସିସି ହରମୋହନ ଦନାୟକ ଯୋଗଦାନ କରିଥିଲେ l ବିଦ୍ୟାଳୟ ଶିକ୍ଷା ସହ ବାଳିକାମାନଙ୍କ ଆତ୍ମରକ୍ଷା, ଦୃଢ଼ ମନୋବଳ ବୃଦ୍ଧି ଏବଂ ନିଜର ଆତ୍ମସମ୍ମାନ ରକ୍ଷା ପାଇଁ ପ୍ରତିକୂଳ ପରିସ୍ଥିତିକୁ କିପରି ସାମ୍ନା କରିବାକୁ ହେବ ସେ ସମ୍ପର୍କରେ ଆଲୋଚନା କରାଯିବା ସହ ତାଲିମ ପ୍ରଦାନ କରାଯାଇଥିଲା l ତାଲିମ ଶିବିରରେ  ତାଲିମ ଦାତା ଭାବେ ଶିକ୍ଷୟତ୍ରୀ ଶ୍ରଧାଞ୍ଜଳି ପ୍ରଧାନ ଏବଂ ଶୁଭଶ୍ରୀ ବରାଳ ଯୋଗ ଦେଇଥିଲେ l ଏହି ଶିବିରରେ ବିଦ୍ୟାଳୟର ସମସ୍ତ ଛାତ୍ରୀ ଭାଗ ନେଇଥିବା ବେଳେ ଶିକ୍ଷୟତ୍ରୀ ରମେରେଖା ବେହେରା,ସାଗରିକା ମହାପାତ୍ର ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like