-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ଆର୍ଥିକ ସାକ୍ଷରତା ଓ ସଚେତନତା ଉପରେ ରିଭର୍ଭ ବ୍ୟାଙ୍କ ତରଫରୁ ଗଣ ପଦଯାତ୍ରା, ସାମିଲ ହେଲେ ଜିଲ୍ଲାପାଳ, ସମସ୍ତ ବ୍ୟାଙ୍କ୍ କର୍ମଚାରୀ ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନ

10-Dec-2023



ସୁବର୍ଣ୍ଣପୁରର(ମନୋରଞ୍ଜନ ତ୍ରିପାଠୀ ): ଆଜି ସକାଳ ୭ଘଣ୍ଟା ସମୟରେ ରୟାଲ ପଡିଆ ଠାରୁ ଆର୍ଥିକ ସାକ୍ଷରତା ଓ ସଚେତନତା ଉପରେ ଏକ ଗଣ ପଦଯାତ୍ରା ଅନୁଷ୍ଠିତ ହୋଇ ଯାଇଛି। ଏହି ପଦଯାତ୍ରାକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ପତାକା ଦେଖେଇ ଉଦ୍ଘାଟନ କରି ହଜାର ଯୁବକ ଯୁବତୀ ସମସ୍ତଜନ ସାଧାରଣଙ୍କୁ ସଚେତନ କରିଥଲେ l ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ମଧୁକର  ଆନନ୍ଦ ଡି ଜି ଏମ୍  ରିଜର୍ଭ ବ୍ୟାଙ୍କ ଓଡିଶା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ, ଏଡିଏମଓ ଡ଼ା.  ଦୁର୍ଗାଦତ୍ତ ଦାଶ ଓ ଲିଡ ବ୍ୟାଙ୍କ ମ୍ୟାନେଜର କାମରାଜ ଦୋରାଙ୍କ ଉପସ୍ଥିତରେ ଏ ଗଣ ପଦଯାତ୍ରା ଆରମ୍ଭ ହୋଇ ଥିଲା। ଏହି ଗଣ ପଦଯାତ୍ରାରେ ମିଡ଼ିଆ,  ସ୍ଵୟଂ ସହାୟକ ଗୋଷ୍ଠୀ ମହିଳା, ସ୍କୁଲ ଓ କଲେଜର ଛାତ୍ରଛାତ୍ରୀ, ବରିଷ୍ଠ ନାଗରିକ, କୃଷକ, ବିଭିନ୍ନ ବ୍ୟବସାୟୀ ଓ ସାମାଜିକ ସଂଗଠନର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ । ଏହି ଗଣ ପଦଯାତ୍ରା ସହର ସାରା ପରିକ୍ରମା କରି ନୂଆ ଟାଉନ ହଲ୍ ରେ ଏକ ସଚେତନତା ସଭା ର ଅୟୋଜନ କରା ଯାଇ ଥିଲା  । ସଭାରେ ରିଜର୍ଭ ବ୍ୟାଙ୍କ ତରଫରୁ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଠକେଇ ରୁ କିପରି ସୁରକ୍ଷିତ ରହିବା ସେ ବିଷୟରେ ପରାମର୍ଶ ଦେଇଥିଲେ।

ଅଭିଷେକ  ପରମାଣିକ ଓ ମହମ୍ମଦ ଅବଜାଲ ସରିଫ ଆର ବି ଆଇ ର ବ୍ୟବସ୍ଥାକୁ ଉପସ୍ଥାପନ କରାଇଥିଲେ ଓ ଲୋକଙ୍କ ବିଭିନ୍ନ ପ୍ରଶ୍ନ ର ଉତ୍ତର ରଖିଥିଲେ । ସମସ୍ତ ବ୍ୟାଙ୍କ ତରଫରୁ ଷ୍ଟଲ୍ ରେ ବିଭିନ୍ନ ଡେମୋ ମାଧ୍ୟମରେ ଲୋକଙ୍କୁ ଆର୍ଥିକ ସାକ୍ଷରତା ଓ ବିଭିନ୍ନ ବ୍ୟାଙ୍କ ର ଯୋଜନା ବିଷୟ ରେ ପରାମର୍ଶ ଦେଇଥିଲେ। ସମସ୍ତ କାର୍ଯକ୍ରମକୁ ଏଲ ଡି ଏମ କାମରାଜ ଦୋରା ସୁଚାରୁ ରୂପେ ପରିଚାଳନା କରିଥିଲେ ଓ ସମସ୍ତଙ୍କୁ ଧନ୍ୟବାଦ୍ ଦେଇ ସଭାକୁ ସାଙ୍ଗ କରି ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like