-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ରାଜ୍ୟ

ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ କଲା କଣ୍ଟାମାଳ ପୋଲିସ

10-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି । ବିଶ୍ଵସ୍ତ ସୂତ୍ରରୁ ଖବର ପାଇ କଣ୍ଟାମାଳ ପୋଲିସର ଏକ ଟିମ୍ ବରଗାଁ ପଞ୍ଚାୟତ ଅନ୍ତର୍ଗତ କାଣିସିମିଲି ନିକଟ ଜଙ୍ଗଲରେ ଚଢ଼ାଉ କରି ବେଆଇନ ଭାବରେ ଚାଷ ହୋଇଥିବା ହଜାର ହଜାର ଗଞ୍ଜେଇ ଗଛକୁ କାଟି ପୋଡ଼ି ନଷ୍ଟ କରିଛି । କାଣିଶୀମିଲି ଗ୍ରାମ ନିକଟସ୍ଥ ଜଙ୍ଗଲର ୨୪ଏକର ପରୀମିତ ଜାଗାରେ ବେଆଇନ ଭାବରେ ଚାଷ ହୋଇଥିବା ୨୩ହଜାର ୯୯୮ ଗଞ୍ଜେଇ ଗଛକୁ କାଟି ପୋଡ଼ି ସଂପୂର୍ଣ୍ଣ ନଷ୍ଟ କରିଦେଇଛି ।ଏସଂପର୍କରେ କଣ୍ଟାମାଳ ଥାନାରେ ୨୦୨/୨୩ରେ ଏକ ମାମଲା ରୁଜ୍ଜୁ କରି ଅଧିକ ତଦନ୍ତ ଚଳାଇଥିବା ପୁଲିସ ପକ୍ଷରୁ ସୂଚନା ମିଳିଛି ।ବୌଦ୍ଧ ଜିଲ୍ଲାକୁ ଗଞ୍ଜେଇର ଭୂସ୍ବର୍ଗ କୁହା ଯାଉଥିବା ବେଳେ ଜିଲ୍ଲାର ଅନେକ ଆଭ୍ୟନ୍ତରୀଣ ଜଙ୍ଗଲ ମାନଙ୍କରେ ବେଆଇନ ଭାବରେ ବ୍ୟାପକ ଗଞ୍ଜେଇ ଚାଷ କରାଯାଉଛି ।ଆଗକୁ ଏଭଳି ଅଭିଯାନ ଜାରି ରହିବ ବୋଲି କଣ୍ଟାମାଳ ଥାନା ଅଧିକାରୀ ଗୋପୀନାଥ ପ୍ରଧାନ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like