-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଳ ଠାରେ ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

10-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ଠାରେ ଥିବା ଦେୱାନି ଓ ଫୌଜଦାରୀ ନ୍ୟାୟାଳୟ ପରିସରରେ ତାଳୁକ୍ ଆଇନ ସେବା ସମିତି ପକ୍ଷରୁ ଚଳିତ ବର୍ଷର ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ତାଲୁକ ଆଇନ ସେବା ସମିତିର ଚେୟାରମେନ ତଥା କଣ୍ଟାମାଳ କୋର୍ଟର ମାନ୍ୟବର ଅତିରିକ୍ତ ଜିଲ୍ଲା ଓ ଦୌରା ଜର୍ଜ ଶ୍ରୀ ଶିବ ପ୍ରସାଦ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଲୋକ ଅଦାଲତରେ ସିଭିଲ ଜର୍ଜ ତଥା ସହକାରୀ ଦୌରାଜର୍ଜ ଶ୍ରୀ ତପନ କୁମାର ବେହେରା ଓ ପ୍ରଥମ ଶ୍ରେଣୀ ବିଚାରବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ସତ୍ୟନାରାୟଣ ଦାସ ମାମଲା ଗୁଡ଼ିକର ବିଚାର କରିଥିଲେ ।ପ୍ରଥମ ଶ୍ରେଣୀ ବିଚାରବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ଦାସ ୧୩ଟି ଫୌଜଦାରୀ ମାମଲାର ଶୁଣାଣି କରି ସମାଧାନ କରିବା ସହିତ ଗୋଟିଏ ଦେୱାନୀ ମକଦ୍ଦମା ଓ ଗୋଟିଏ ଭରଣପୋଷଣ ମାମଲା ସମାଧାନ ମଧ୍ୟ କରିଥିଲେ ।ଏଡିଜେ କୋର୍ଟର ସରକାରୀ ଅଧିବକ୍ତା ଦୂତୀଆ ଚରଣ ସାହୁଙ୍କ ସମେତ ସିଭିଲ ଜର୍ଜ (ସିନିୟର୍ ଡିଭିଜନ)କୋର୍ଟର ସରକାରୀ ଅଧିବକ୍ତା ସୁରେଶ ଚନ୍ଦ୍ର ରଣା, ଜେଏମଏଫସି କୋର୍ଟର କ୍ୟାଡ଼ର ଏପିପି ସାଇରଞ୍ଜନ ମହାନନ୍ଦିଆ,ରାଧାବଲ୍ଲଭ ପ୍ରଧାନ,ଯୁବ ଆଇନଜୀବୀ ତୁଳସୀ ଦାସ ଶର୍ମା ପ୍ରମୁଖ ଉପସ୍ଥିତ ରହି ମାମଲା ଗୁଡ଼ିକର ସମାଧାନ ପ୍ରକ୍ରିୟାରେ ଅଂଶ ଗ୍ରହଣ କରିଥିଲେ । ଆଇନ ସେବା ସମିତିର କର୍ମଚାରୀ ଜ୍ୟୋତିରଂଜନ ତ୍ରିପାଠୀଙ୍କ ସମେତ କୋର୍ଟ କର୍ମଚାରୀ ମାନେ ଉପସ୍ଥିତ ରହି ଅଦାଲତ ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like