-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||     

HOME   ଜିଲ୍ଲା

ପଞ୍ଚାୟତ ମହାବିଦ୍ୟାଳୟ କଣ୍ଟାମାଳ ଠାରେ ଯୁବ ଓଡ଼ିଶା ନବୀନ ଓଡ଼ିଶା ଆନୁକୁଲ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

10-Dec-2023



କଣ୍ଟାମାଳ (ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ପଞ୍ଚାୟତ ମହାବିଦ୍ୟାଳୟରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ସୌଜନ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ନୂଆଁ ଓଡ଼ିଶା, ଯୁବ ଓଡ଼ିଶା ଯୁବ ଓଡ଼ିଶା ନବୀନ ଓଡ଼ିଶା ପକ୍ଷର ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ମାଧ୍ୟମରେ କ୍ରୀଡ଼ା, ସାମାଜିକ କାର୍ଯ୍ୟକ୍ରମ, କଳା ଓ ସଂlସ୍କୃତିକ ସମନ୍ଵିତ ସମାରୋହ ଆୟୋଜିତ ହେଇଯାଇଛି l ମହାବିଦ୍ୟାଳୟ ର ଅଧ୍ୟକ୍ଷା ପ୍ରଭାସିନୀ ଖଟୁଆ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଆଜିର ଏହି ସଂlସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆଶିଷ କୁମାର ଅଗ୍ରୱାଲ ଅଧ୍ୟାପକ ସୋନପୁର ମହାବିଦ୍ୟାଳୟ, ସମ୍ମାନିତ ଅତିଥି ମାଷ୍ଟର ଶିବୁ, ପ୍ରାଣକୃଷ୍ଣ ଦାସ, ଘାସିରାମ ଷlଣ୍ଢ ପ୍ରମୁଖ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ l ସଂlକୃତିକ କାର୍ଯ୍ୟକ୍ରମ ସହ କ୍ରୀଡ଼ା ଭଳି ବଲ, କବାଡି, କେରେମ୍ ଆଦି ଖେଳ ଆୟୋଜନ ହୋଇଥିଲେ l ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ନୋଡାଲ ଅଫିସର୍ ସଂlସ୍କୃତିକ ବିଭାଗ ଶ୍ରୀ ଶିବଦତ୍ତ ପୁରୋହିତ, ଅଧ୍ୟାପକ ସମୀର ମେହେର, ଅଧ୍ୟାପକ ପୌଲସ୍ତି ପ୍ରଧାନ, ଏବଂ ମହାବିଦ୍ୟାଳୟ ର ସମସ୍ତ କର୍ମଚାରୀ ସହ ଯୋଗକରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026

You Might Also Like