-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||     

HOME   ଜିଲ୍ଲା

ଓଡିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ବଲାଙ୍ଗିର ର କାର୍ଯ୍ୟକାରିଣୀ ବୈଠକ

10-Dec-2023



ବଲାଙ୍ଗିର(ପ୍ରେରଣା ଖବର) ନୃସିଂହ ମନ୍ଦିର ଠାରେ ଗୋବିନ୍ଦ ମିଶ୍ରଙ୍କ ସଭାପତିତ୍ୱରେ ଓଡିଶା ଅବସର ପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ବଲାଙ୍ଗିର ର ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସର୍ବ ପ୍ରଥମେ ସାଧାରଣ ସଂପାଦକ ମଲିଆ ଗଡୁଆ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ । ଏହା ପରେ ଆୟ ବ୍ୟୟର ଉପସ୍ଥାପନ କରିଥିଲେ । ନୂତନ ଭାବେ ସଦସ୍ୟତା ଗ୍ରହଣ କରିଥିବା ଡା. ଦେବଦତ୍ତ ମିଶ୍ର, ରାଧାକାନ୍ତ ସେଠ ଏବଂ ପୂର୍ଣ୍ଣଚନ୍ଦ୍ର ପଟେଲ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ଏବଂ ନୂତନ ସଭ୍ୟ ନିଜର ପରିଚୟ ପ୍ରଦାନ କରିଥିଲେ । ଆଜିକାର ସଭାରେ ହରେକୃଷ୍ଣ ପଟେଲ, ପ୍ରାଣ ବଲ୍ଲଭ ତ୍ରିପାଠୀ, କୃଷ୍ଣଚନ୍ଦ୍ର ମହାକୁର, ପ୍ରଶନ୍ନ କୁମାର ମିଶ୍ର, ନିମାଇଁ ଚରଣ ମେହେର, ମହାଦେବ ତୁମୁନିଆ, ପୂର୍ଣ୍ଣଚନ୍ଦ୍ର ଦାସ, ଲୋକନାଥ ନେପାକ, ଡା. ଦେବଦତ୍ତ ମିଶ୍ର, ଡା. ରାଧାକାନ୍ତ ସେଠ, ଗୋପବନ୍ଧୁ ପୁରୋହିତ, ପୂର୍ଣ୍ଣଚନ୍ଦ୍ର ପଟେଲ ପ୍ରମୁଖ ଉପସ୍ଥିତ ରହି ସକ୍ରିୟ ଅଂଶଗ୍ରହଣ କରିଥିଲେ । ବରିଷ୍ଠ ସଭ୍ୟ ଲୋକନାଥ ନେପାକ ଫ୍ରି ମେଡିକାଲ ପରୀକ୍ଷା କାର୍ଯ୍ୟକ୍ରମ କରାଇବା ପାଇଁ ପ୍ରସ୍ତାବ ଆଗତ କରିଥିଲେ । ଏହି ବିଷୟରେ ଆଲୋଚନା କରାଯାଇ ମେଡିକାଲ ସୁପରିଟେଣ୍ଡେଣ୍ଟ ଙ୍କ ସହିତ ସାକ୍ଷାତ କରି ଦିନ ଧାର୍ଯ୍ୟ କରିବା ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଅନ୍ୟତମ ବରିଷ୍ଠ ସଭ୍ୟ ଶ୍ରୀ ସେଠ ଡିପିଆରଓ  ବଲାଙ୍ଗିର ଙ୍କ ସାକ୍ଷାତ କରି ଏହି ସଂଘ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ଏକ ଅନୁରୋଧ ପତ୍ର ସହିତ ଅଧିକାରୀଙ୍କୁ ସଭାପତି ଏବଂ ସଂପାଦକ ଭେଟିବା ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ପୂର୍ଣ୍ଣଚନ୍ଦ୍ର ପଟେଲ ଅବସରପ୍ରାପ୍ତ କର୍ମଚାରୀଙ୍କୁ ମେଡିକାଲ ଏଲାଉନ୍ସ ପ୍ରଦାନ ସମ୍ବନ୍ଧରେ ପ୍ରସ୍ତାବ ଆଗତ କରିଥିଲେ । ଆସନ୍ତା ୨୦୨୪ ନୂତନ ବର୍ଷରେ ବନ୍ଧୁମିଳନ କାର୍ଯ୍ୟକ୍ରମର ଆୟୋଜନ ବିଷୟରେ ଆଲୋଚନା କରାଯାଇ ଆସନ୍ତା ମାସ ୬ ତାରିଖ ଦିନ ଧାର୍ଯ୍ୟ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ପରିଶେଷରେ ନିମାଇଁ ଚରଣ ମେହେର ଧନ୍ୟବାଦ ଅର୍ପଣ                  କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026

You Might Also Like