-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||     

HOME   ଜିଲ୍ଲା

"ସାହିତ୍ୟ ଓ ସଂସ୍କ୍ରୁତି ଜୀବନକୁ ମାର୍ଜିତ କରେ"

10-Dec-2023



ଉଲୁଣ୍ଡା (ଗୌର ଚନ୍ଦ୍ର ପରିଛା): ଓଡିଶା ସରକାରଙ୍କର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ  ପ୍ରାୟୋଜିତ ସମନ୍ୱିତ ଯୁବ ବିକାଶ କାର୍ୟକ୍ରମ (ନୂଆ-ଓ) ର ସାହିତ୍ୟିକ ଓ ସାଂସ୍କ୍ରୁତିକ କାର୍ଯ୍ୟ ର ଅଦ୍ୟ ତା-୯.୧୨ .୨୩ ରିଖ ଶନିବାର ଦିନ ଉଲୁଣ୍ଡା ବ୍ଲକ୍  ର ସତ୍ୟବାଦୀ ଜୁନିଅର୍  କଲେଜ  ପରିସର ରେ ବିଭିନ୍ନ କାର୍ୟକ୍ରମର ଆୟୋଜନ କରାଯାଇଛି।ଏହି କ୍ରମରେ  ସର୍ବ

ପ୍ରଥମେ ଫାଷ୍ଟ ଏଡ୍ ଟ୍ରେନର୍ ତଥା ଅଧ୍ୟାପକ ଉଦ୍ଧବ ପଧାନ ଅନୁଷ୍ଠାନର ରେଡ୍ କ୍ରସ୍ କାଉନ୍ ସେଲର୍ ଶ୍ରୀଯୁକ୍ତ କିଶୋର୍ କୁମାର୍ ସାହୁ ଙ୍କ ସହଯୋଗରେ କୈାଣସି ଜରୁରିକାଳିନ ପରିସ୍ଥିତିରେ କିପରି ପ୍ରାଥମିକ ସହାୟତା ଯୋଗାଇ ଦିଆ ଯାଇପାରିବ ଶିକ୍ଷାର୍ଥୀ ମାନଙ୍କୁ ବିଭିନ୍ନ କୌଶଳ ଶିଖାଇ ଥିଲେ।

ପରବର୍ତ୍ତି ସମୟରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ରଙ୍ଗୋଲି ,କବିତା ଆବ୍ରୁତ୍ତି ଓ ଫଟୋଗ୍ରାଫି ପ୍ରତିଯୋଗିତା ଅନୁଷ୍ଠିତ ହେଇଥିଲା।ଉକ୍ତ ସଭାରେ ପୈାରୋହିତ୍ୟ କରି ଅଧ୍ୟକ୍ଷ ଶ୍ରୀଯୁକ୍ତ ଶ୍ରୀକାନ୍ତ ପଧାନ ପ୍ରକ୍ରୁତି,ସମାଜ,ସମସ୍ୟା ସହ ମନସ୍ଥ ହେବାହିଁ ସୁସାହିତ୍ୟ ସ୍ରୁଷ୍ଟି କରେ ବୋଲି କହିଥିଲେ।ଅତିଥି ଭାବରେ ସୁସାହିତ୍ୟିକ ଶ୍ରୀଯୁକ୍ତ ଅକ୍ରୁର ହୋତା,କେନ୍ଦ୍ର ସାହିତ୍ୟ ଏକାଡେମି ଓ ଓଡିଶା ସାହିତ୍ୟ ଏକାଡେମି ପୁରସ୍କାରପ୍ରାପ୍ତ ଶ୍ରୀଯୁକ୍ତ ନରେନ୍ଦ୍ର କୁମାର ଭୋଇ,ଯୁବ ଗାଳ୍ପିକ ତଥା କବି ଶ୍ରୀଯୁକ୍ତ ଅବକାଶ ପ୍ରଧାନ ନିଜ ବକ୍ତବ୍ୟରେ ଦାରିଦ୍ର୍ୟ ଓ ପରିସ୍ଥିତି କେବେ ସଫଳତାକୁ ଛୁଇଁବାରେ ବାଧା ସ୍ରୁଷ୍ଟି କରି ପାରେ ନାହିଁ ଏବଂ ଗୁରୁମାନଙ୍କ ମାର୍ଗଦର୍ଶନରେ ଜୀବନକୁ ସରସ ସୁନ୍ଦର ଓ ଉଜ୍ୱଳ କରିବାକୁ ପରାମର୍ଶ ଦେଇଥିଲେ।ସଭା ପରେ ଛାତ୍ରଛାତ୍ରୀ ମାନେ ସ୍ୱରଚିତ କବିତା ଆବ୍ରୁତ୍ତି କରିଥିଲେ।ସଭାକୁ ଅଧ୍ୟାପିକା ଦେବଯାନୀ ମେଶୁଆ ପରିଚାଳନା କରିଥିବା ବେଳେ ଅଧ୍ୟାପକ କିଶୋର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।କାର୍ୟକ୍ରମକୁ ସଫଳ କରିବାରେ ଅନୁଷ୍ଠାନର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026

You Might Also Like