-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

ଗୋପିକଣ୍ଟାରେ ନିଶା ମୁକ୍ତି ସଚେତନତା ଅଭିଯାନ

10-Dec-2023




ସମ୍ବଲପୁର -(ସଂଜୀବପାଣିଗ୍ରାହୀ) (ମୁଣ୍ଢେନପାଲି):ପାନ ବିଡି ନୁହେଁ ଛୋଟିଆ ନିଶା,ଏହି ଅଭ୍ୟାସରେ ବଢ଼େ ଦୁର୍ଦ୍ଦଶା ।ଖାଇଲେ ନିଶା ବୁଡେ ବେଉସା ଏଭଳି ବିଭିନ୍ନ ସ୍ଲୋାଗାନରେ  ଅଖ୍ୟାତ ପଲ୍ଲୀ ଗୋପିକଣ୍ଟାରେ ସଚେତନତାର ବାର୍ତ୍ତା ପ୍ରକମ୍ପିତ ହୋଇଛି। ଜମନକିରା ବ୍ଲକ୍ ମୁଣ୍ଢେନପାଲି ଗ୍ରାମ ପଞ୍ଚାୟତର ବିଭିନ୍ନ ନିଶା ଦ୍ୱାରା କବଳିତ ଗାଁ ଗୋପିକଣ୍ଟା ଠାରେ ଏକ ସଚେତନତା ସଭା ହୋଇଥିଲା ।ଗ୍ରାମ ସଭାପତି ଜଗବନ୍ଧୁ କରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ଆଶା ଦିଦି ବବିତା ନାଥ ଉଦ୍ଦେଶ୍ଯ ସଂପର୍କରେ ବୁଝାଇଥିଲେ। ସଭାରେ ସାମାଜିକ କର୍ମୀ ଡା.ରାଜାରାମ ଷଡଙ୍ଗୀ ନିଶା ସେବନ ଦ୍ୱାରା ଶାରୀରିକ,ସାମାଜିକ ଓ ଅର୍ଥନୈତିକ ସମସ୍ୟା ସଂପର୍କରେ ବୁଝାଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଆଶା ଦିଦି ସୁରେଖା ମିର୍ଧା,ସୁଲୋଚନା କିଶାନ ଓ ଅଙ୍ଗୱାଡି କର୍ମି ସଂଯୁକ୍ତା ପ୍ରଧାନ,ଜୟନ୍ତୀ ମିର୍ଦ୍ଧା,ପୁଷ୍ପଲତା କିଶାନ,ସିଆରପି ସରସ୍ବତୀ କିଶାନ ପ୍ରମୂଖ ନିଶା ନିବାରଣ ନେଇ ସଚେତନ କରିଥିଲେ।ଏହି ଅବସରରେ ଟିବି,କିଡନି ପ୍ରଭୃତି ରୋଗ ସଂପର୍କରେ ମଧ୍ୟ ସଚେତନ କରାଯାଇଥିଲା । ସୂଚନା ଯୋଗ୍ୟଯେ ଗୋପିକଣ୍ଟା ଠାରେ ନିକଥ ଅତୀତରେ ଏହି ସବୁ ରୋଗରେ ୪ରୁ ଅଧିକ ଜଣଙ୍କ ମୃତ୍ୟୁ କାରଣକୁ ନେଇ ଏହି ସଚେତନତା ସଭା ଓ ରାଲି କରାଯାଇ ଗ୍ରାମବାସୀଙ୍କ ମଧ୍ୟରେ ଚେତନା ସୃଷ୍ଟି କରାଯାଇଥିଲା। ପ୍ରାରମ୍ଭରେ ଆଶା ଦିଦି ବବିତା ନାଥଙ୍କ ନେତୃତ୍ୱରେ ଏକ ସଚେତନତା ରାଲି ପରିକ୍ରମା କରିଥିଲା। ଏଥିରେ ଗାଁ କଲ୍ୟାଣ ସମିତିର ସଭ୍ୟ ସଭ୍ୟା ମାନେ ମଧ୍ୟ ସହଯୋଗ କରିଥିଲେ। ଶେଷରେ ପ୍ରଭାତି ବିଶି ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like