-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ରାଜ୍ୟ

୬୪ତମ ମାଁ ସମଲେଶ୍ଵରୀ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଚତୁର୍ଥ ଦିବସ ରାଜାପଡ଼ାକୁ ହରାଇ ସେମିଫlଇନାଲରେ ବରଗଡ଼ 

10-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): :  କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ହାଇସ୍କୁଲ ଖେଳ ପଡ଼ିଆରେ ଚାଲିଥିବା ୬୪ତମ ରାଜ୍ୟସ୍ତରୀୟ ମାଁ ସମଲେଶ୍ଵରୀ ଫୁଟବଲ୍ ଟୁର୍ନାମେଣ୍ଟର ଚତୁର୍ଥ ଦିବସରେ କଳାହାଣ୍ଡି ଓ ଵରଗଡ଼ ମଧ୍ୟରେ ସଂଘର୍ଷପୂର୍ଣ୍ଣ ଖେଳ ହୋଇଥିଲା। ଏଥିରେ ନିର୍ଦ୍ଧାରିତ ସମୟ ମଧ୍ୟରେ ଉଭୟ ଦଳ ମଧ୍ୟରେ ଖେଳ ୧-୧ଗୋଲରେ ବରାବର ରହିଥିଲା  l  ଶେଷରେ ଟ୍ରାଇବ୍ରେକର ଜରିଆରେ ରାଜାପଡ଼ାକୁ ୩-୨

ଗୋଲରେ ହରାଇ ସେମିଫାଇନାଲକୁ ପ୍ରବେଶ କରିଛି । ଚତୁର୍ଥ ଦିବସର ଖେଳରେ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ମହୀଧର ରଣା ମୁଖ୍ୟଅତିଥି ଓ ଶିଳ୍ପପତି କରୁଣାକର ସାହୁ, ନାରାୟଣପ୍ରସାଦ ସରପଞ୍ଚ ପ୍ରତିନିଧି ସତ୍ୟନାରାୟଣ ମାଝୀ, ଜମିଦାର ବସନ୍ତ ମାଝୀ, ଘଣ୍ଟାପଡ଼ା ପ୍ୟାକ୍ସ ସଂପାଦକ କର୍ଣ୍ଣ ରଣା, କୁଲୁତାଯୋର ପ୍ୟାକ୍ସ ସଭାପତି ହିମାଞ୍ଚଳ ରଣା ଓ ସଂପାଦକ ସୁଦାମ ରଣା, ଶିକ୍ଷାବିତ ମନ୍ଦରଧର ବେହେରା ,ସୁଶାନ୍ତ ମାଝୀ ଓ ପଞ୍ଚାନନ କହିଁର ,

ବରିଷ୍ଠ କଂଗ୍ରେସ ନେତା ଉଚ୍ଛେଇ ବାରିକ ପ୍ରମୁଖ ଉପସ୍ଥିତ ରହି ଖେଳାଳୀଙ୍କୁ ଉତ୍ସାହିତ କରିବା ସଂଗେସଂଗେ ମ୍ୟାଚର ଉତ୍ତମ ଖେଳାଳୀଙ୍କୁ ପୁରସ୍କୃତ କରିଥିଲେ। ଏଥିରେ ସଂଜୀବ ସାହୁ, ଅଶୋକ ବଗର୍ତ୍ତୀ, ସୁଶାନ୍ତ ନାଏକ ଓ ବିରେନ୍ଦ୍ର ରଣା ଖେଳ ପରିଚାଳନା, ମନ୍ଦରଧର ବେହେରା , ଦେବେନ୍ଦ୍ର ରଣା, ବିରେନ୍ଦ୍ର ଦେହୁରୀ ଓ ଅଗସ୍ତୀ ମଲିକ ଧାରା ବିବରଣୀ ପ୍ରଦାନ କରିଥିବା ବେଳେ ପପୁନ ପାଣିଗ୍ରାହୀ ଓ ଯୋଗେଶ୍ଵର ବାଇ ସ୍କୋରର ଦାୟିତ୍ୱ ତୁଲାଇଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like