-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା କପ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଜରାସିଙ୍ଗା କୁ ପରାସ୍ତ କରି ଚିଚର୍ଲା ବିଜୟ

10-Dec-2023



କର୍ଲାମୁଣ୍ଡା-( ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା  କର୍ଲାମୁଣ୍ଡା ବ୍ଲକ ପୁଟିଗାଁ ସ୍ଥିତ ଚିନା ବାଡ଼ି ପଡିଆ ଠାରେ  ରବିବାର କର୍ଲାମୁଣ୍ଡା ଫୁଟବଲ ଟିମ ପକ୍ଷରୁ ଚତୁର୍ଥ କର୍ଲାମୁଣ୍ଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ର  ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ମୁଖ୍ୟ ଅତିଥି ଭାବେ  ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ପରିଚାଳକ  ରାଜେଶ ପ୍ରସାଦ ହିଆଁଲ,ସମ୍ମାନିତ ଅତିଥି ଭାବେ କର୍ଲାମୁଣ୍ଡା ପଂଚାୟତ ନାଏବ ସରପଞ୍ଚ ରାଧେଶ୍ୟାମ ବାଗ,ଆୟୋଜକ କମିଟି ର ସଭାପତି ଡୁଲାମଣି ଭୋଇ, ସମ୍ପାଦକ ଦୁର୍ଲ୍ଲଭ ମେହେର, ସାମ୍ବାଦିକ ପ୍ରଦୀପ କୁମାର ସାହୁ ପ୍ରମୁଖ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ, ତେବେ ଉଦଘାଟନୀ ମ୍ୟାଚ ଟି ଚିଚର୍ଲା ଓ ଜରାସିଙ୍ଗା ମଧ୍ୟରେ ଅନୁଷ୍ଠିତ ହୋଇଥିଲା।

ଏଥିରେ ନିର୍ଦ୍ଧାରିତ ସମୟ ରେ  ଚିଚର୍ଲା ଦଳ ୧/ ୦ ରେ ବିଜୟୀ ହୋଇଥିଲା।ଖେଳ ପରିଚାଳନା ରେ ରେଫରି ଭାବେ ଚଞ୍ଚଳ ମାଝୀ, ରାଜେଶ କୁମାର, ବିଶେଶ୍ୱର ପଧାନ ଖେଳ ପରିଚାଳନା କରିଥିଲେ।   ଫୁଟବଲ ଟିମ  ସଦସ୍ୟ ନୀଳମାଧବ ଭୋଇ, ବିରେନସାହୁ,ଅନିଲସାହୁ, ମୁକେଶ କୁମାର ସାହୁ, ସଲଟିବଗର୍ତ୍ତି, ସୀତୁସାହୁ, ବିରୁସାହୁ, ବବଲୁସାହୁ, ଜିତସାହୁ, ବିପିନସାହୁ, ମଣିମେହେର,ନମିତ ସୁନା , ରାଜା ସାହୁ,ତପନ ଛତ୍ରୀଆ ,ଅଭିଷେକ ସାହୁ,ଟୁନା ସାହୁ ପ୍ରମୁଖ ସହଯୋଗ କରିଥିଲେ। ସୋମବାର ହେବାକୁ ଥିବା ମ୍ୟାଚ ଟି ସୋନପୁର ଓ ବୌଦ୍ଧ ମଧ୍ୟରେ ହେବାକୁ ଥିବା ଆୟୋଜକ କମିଟି ମ୍ୟାନେଜର ମୁକେଶ କୁମାର ସାହୁ ସୂଚନା ଦେଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like