-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ରାଜ୍ୟ

୨ୟ ବେଣୁଧର ମେମୋରିଆଲ ଫୁଟ୍ ବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍ ଯାପିତ

10-Dec-2023



ବଲାଙ୍ଗୀର(ପ୍ରେରଣା ଖବର ): ୧୦ ତାରିଖରେ ଚନ୍ଦନଭାଟିଠାରେ ୨ୟ ବେଣୁଧର ମେମୋରିଆଲ ଫୁଟ୍ ବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍ ଯାପିତ ହୋଇଯାଇଛି ।  ୧ମ ସେମିଫାଇନାଲ୍ ଖେଳରେ ଅମାମୁଣ୍ଡାଦଳ ଚନ୍ଦନଭାଟି ଦଳକୁ ୩-୦ ଗୋଲ୍ ରେ ପରାସ୍ତ କରିଥିଲା । ଅତିଥିଭାବରେ  ବିଶିଷ୍ଟ ପୂର୍ବତନ ରଣଜୀ ଖେଳାଳୀ ସୂର୍ଯ୍ୟ ନାରାୟଣ ମିଶ୍ର , ଅଶୋକ ଦଳାଇ , ସୁଶୀଳ ପାଣିଗ୍ରାହୀ ଯୋଗଦେଇଥିଲେ । ୨ୟ ସେମି ଫାଇନାଲରେ

କଦଳିପାଲି ବରଗଡଦଳ ସମ୍ବଲପୁର ଦଳକୁ ୪-୦ରେ ହରାଇ  ବିଜୟୀ ହୋଇଥିଲା । ଏହିଖେଳରେ ପୂର୍ବତନ ଫୁଟବଲ ଖେଳାଳୀ ନରେନ୍ଦ୍ର ଆଚାର୍ଯ୍ୟ , ବ୍ୟାଡମିଣ୍ଟନ ଖେଳାଳୀ ସାଇସ୍ମୃତି ପାଣିଗ୍ରାହୀ ଯୋଗ ଦେଇଥିଲେ । 

ଫାଇନାଲ୍ ଖେଳ ପୂର୍ବରୁ ଚନ୍ଦନଭାଟି ଓ କୁଶଙ୍ଗଦଳ ଭେଟେରାନ୍ ଖେଳାଳୀ ମଧ୍ୟରେ ଏକ ବନ୍ଧୁତ୍ବପୂର୍ଣ ଖେଳ ହୋଇଥିଲା ।ଫାଇନାଲ୍ ଖେଳ ଅମାମୁଣ୍ଡା ବଲାଙ୍ଗୀର ଓ କଦଳିପାଲି ବରଗଡ ମଧ୍ୟରେ ହୋଇଥିଲା । ଏଥିରେ କଦଳିପାଲି ଅମାମୁଣ୍ଡାକୁ ୩-୨ ରେ ହରାଇ ଚମ୍ପିୟାନ ହୋଇଥିଲା । ଫାଇନାଲ୍ ରେ ପୂର୍ବତନ ଲୋକସଭା ସାଂସଦ କଳିକେଶ ନାରାୟଣ ସିଂ ଦେଓ , ବିଜେଡି କାର୍ଯ୍ୟକାରିଣୀ ସଭ୍ୟ ଅର୍କେଶ ନାରାୟଣ ସିଂଦେଓ , ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ,

ବଲାଙ୍ଗୀର ନଗରପାଳ ଲିକା ସାହୁ ଯୋଗଦେଇ ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ । ଟୁର୍ଣ୍ଣାମେଣ୍ଟର ଅଧ୍ୟକ୍ଷ ତଥା ପୂର୍ବତନ ଖେଳାଳୀ  କପିଳେଶ୍ବର ପାଣିଗ୍ରାହୀ ଓ ବ୍ୟାଡମିଣ୍ଟନ ଖେଳାଳୀ ସାଇସ୍ମୃତି ପାଣିଗ୍ରାହୀଙ୍କୁ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା । ଜାତୀୟ ତଥା ଆନ୍ତର୍ଜାତୀୟ ଖେଳାଳୀ ତଥା ମୁଖ୍ୟ ଉଦ୍ୟୋକ୍ତା ସୁକାନ୍ତ ପାଣିଗ୍ରାହୀଙ୍କ ଉଦ୍ୟମ କ୍ରମେ ସଫଳଭାବରେ ଟୁର୍ଣ୍ଣାମେଣ୍ଟଟି ଶେଷ ହୋଇଥିଲା । ଅନୁଷ୍ଠାନର ସମ୍ପାଦକ ପ୍ରଭୁଦତ୍ତ ପ୍ରଧାନ ସମସ୍ତ ସଭାକାର୍ଯ୍ୟ ପରିଚାଳନା କରିଥିଲେ । ମୁଖ୍ୟ ଉପଦେଷ୍ଟା ଲକ୍ଷ୍ମଣ ମେହେରଙ୍କ ସହ ଅନୁଷ୍ଠାନର ସମସ୍ତ ସଭ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like