-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ମସିଣାଗୋରା ଶିଶୁ ମନ୍ଦିରରେ ଜେଜେ ବାପା/ ଜେଜେ ମାଆ ସମ୍ମିଳନୀ କାର୍ଯକ୍ରମ

10-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ) କଣ୍ଟାମାଳ ବ୍ଲକ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପ୍ରଧାନଆଚାର୍ଯ୍ୟ ସୁଶାନ୍ତ ସାହୁ  ଙ୍କ   ଅଧ୍ୟକ୍ଷତାରେ ଜେଜେ ବାପା/ ଜେଜେ ମାଆ ସମ୍ମିଳନୀ କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇ ଯାଇଛି। ଏହି  କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ଉଚ୍ଚବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୋମନାଥ ସାହୁ 
 

 ଦୀପ ପ୍ରଜ୍ବଳନ କରିଥିଲେ  । ସମ୍ମାନୀତ ଅତିଥି ଭାବେ ବୌଦ୍ଧ ଜିଲ୍ଲା ପ୍ରମୁଖ କାର୍ତ୍ତିକେଶ୍ଵର ବେହେରା ,  କୋଷାଧ୍ୟକ୍ଷ ମନ୍ଦରଧର ବେହେରା ଉପସ୍ଥିତ ଥିଲେ । ମୁଖ୍ୟ ବକ୍ତା ଭାବେ ପ୍ରବଚକ ପଣ୍ଡିତ ଚମ୍ପେଶ୍ବର ପାଣିଗ୍ରାହୀ  ଉପସ୍ଥିତ ରହି  ଜେଜେ ବାପା ଜେଜେ ମାଆ ମାନେ ଶିଶୁ ମାନଙ୍କ ପ୍ରତି ପରିବାର ରେ ଆଗ୍ରହ ସୃଷ୍ଟି କରିବାର ମୁଖ୍ୟ ପାହାଚ ବୋଲି ବକ୍ତବ୍ୟ ରଖିଥିଲେ। ପ୍ରଧାନ ଆଚାର୍ଯ୍ୟ ସୁଶାନ୍ତ ସାହୁ ଅତିଥି ପରିଚୟ କରିଥିବା ବେଳେ ଆଚାର୍ଯ୍ୟା ସଂଧ୍ୟାରାଣୀ ମନହିରା ମଞ୍ଚ ପରିଚାଳନା କରିଥିଲେ ।  କୋଷାଧ୍ୟକ୍ଷ ମନ୍ଦରଧର ବେହେରା ଧନ୍ୟବାଦ ଅର୍ପଣ କରି ଥିଲେ। ଶିଶୁ ବାଟିକା ବିଭାଗ ର  ଶିଶୁ ବାଟିକା  ପ୍ରମୁଖ  ଝରଣା ପ୍ରଧାନ ଓ ଆଚାର୍ଯ୍ୟା ମମିତା ରଣା  ଶିଶୁ ଭାଇ ଭଉଣୀ ମିଶି ମାଆ ମାନଙ୍କୁ ନେଇ ନୃତ୍ୟ ଗୀତ ପରିବେଶଣ କରି ଥିଲେ । ଜେଜେ ବାପା ଜେଜେ ମାଆ ମାନେ ଛୁଞ୍ଚି ରେ

ସୂତା  ଲଗାଇ ବା ଓ ଗପ କାହାଣୀ ପ୍ରତିଯୋଗୀତା କରାଯାଇ  ପୁରସ୍କୃତ କରାଯାଇଥିଲା ।  ଆଚାର୍ଯ୍ୟା  ବେଦମତୀ କୁଦେଇ ,ମମିତା ରଣା, ଅଙ୍କିତାଶ୍ରୀ ମହାରଣା, ଆଚାର୍ଯ୍ୟ ରୋଶନ ସାହୁ, ସୁଶାନ୍ତ ମାଝୀ, ଶ୍ରୀକାନ୍ତ କୁଦେଇ ,ସେବିକା ସୁରୁସୂତା ଭୋଇ ,ବାହନ ଚାଳକ ରାଜକୁମାର ରଣା ତଥା ପରିଚାଳନା ସମିତି ର ସମସ୍ତ କାର୍ଯ୍ୟକର୍ତ୍ତା ବନ୍ଧୁ ସହଯୋଗ କରିଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like