-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସହରାଞ୍ଚଳ ପଣ୍ଡରା ସମାଜର ବାର୍ଷିକ ଅଧିବେଶନ

10-Dec-2023



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର ): ବଲାଙ୍ଗିର ନିକଟସ୍ଥ ଖୁଜେନପାଲି ଶୈବ ପୀଠ ଠାରେ ସହରାଞ୍ଚଳ ପଣ୍ଡରା ସମାଜର ବାର୍ଷିକ ଅଧିବେଶନ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସମାଜର ଇଷ୍ଟଦେବୀ ମାଁ ପାଟଣେଶ୍ୱରୀ ଓ ମାଁ ସମଲେଶ୍ୱରୀଙ୍କ ପୂଜାର୍ଚ୍ଚନା ପରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା । ଉକ୍ତ ଅବସରରେ ସମାଜର ରାଜ୍ୟ କାର୍ଯ୍ୟକାରିଣୀ କର୍ମକର୍ତ୍ତା, ସଦସ୍ୟ, ସଦସ୍ୟା ଓ ଉପଦେଷ୍ଟାମାନେ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ରାଜ୍ୟ କାର୍ଯ୍ୟକାରିଣୀର ବୈଠକ ପରେ ବଲାଙ୍ଗିର ସହରାଞ୍ଚଳ ପଣ୍ଡରା ସମାଜର ଅଧଥବେଶନ ଉଭୟ ସଂଗଠନର ସଭାପତି ରସରାଜ ସା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମର ପ୍ରାରମ୍ଭିକ ସୂଚନା ଓ ସ୍ୱାଗତ କରିଥିଲେ ବରିଷ୍ଠ ସଭ୍ୟ ସୁଶୀଳ କୁମାର ବିଶି । ବିନୋଦ ବିହାରୀ ଭୋଇ ବାର୍ଷିକ ବିବରଣୀ ପାଠ କରିଥିଲେ । କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଦୁତୀୟା ଦେହେରୀ । ମୁଖ୍ୟବକ୍ତା ଭାବରେ କ୍ଷମାନିଧି ଝାଙ୍କର ଯୋଗ ଦେଇ ସମାଜର ହିତ ପାଇଁ ସମସ୍ତେ ଆନ୍ତରିକତାର ସହ କାମ କରିବାକୁ ଆହ୍ୱାନ ଦେଇଥିଲେ । ରାଜ୍ୟ କମିଟିର ପଂଚାନନ ଦଳପତି, ରଞ୍ଜନ ମହଲା ନିଜ ନିଜ ସୁଚିନ୍ତିତ ବକ୍ତବ୍ୟ ରଖିଥିଲେ । ସଭାପତି ରସରାଜ ସା ମଧ୍ୟ ସଂଗଠନର ଏକତା ରକ୍ଷା କରି ଉତ୍ସର୍ଗିକୃତ ମନୋଭାବରେ କାମ କଲେ ସମାଜର ଉନ୍ନତି ହେବା ନିଶ୍ଚିତ ବୋଲି ମତବ୍ୟକ୍ତ କରିଥିଲେ । ଏହି ଅବସରରେ ଅନୁଷ୍ଠିତ ବିଭନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ଏବଂ କୃତି ଛାତ୍ର କାମାକ୍ଷା ମଲ୍ଲିକଙ୍କୁ ପ୍ରମାଣପତ୍ର ସହ ସମ୍ବର୍ଦ୍ଧନା ଦିଆଯାଇଥିଲା । ସମାଜର ରାଜ୍ୟ କାର୍ଯ୍ୟକାରି କମିଟିର କର୍ମକର୍ତ୍ତାମାନଙ୍କ ମଧ୍ୟରେ ରଞ୍ଜନ ମହଲା, ସୁରେନ୍ଦ୍ର ଖମାରି, ବୁଦ୍ଧଦେବ ବିଶି, ଗୋବର୍ଦ୍ଧନ ସାହୁ, ପଂଚାନନ ଦଳପତି, ମୋହନ ବିଶି, ବିରେନ୍ଦ୍ର ପ୍ରସାଦ ଦେହୁରି, ଗୋପବନ୍ଧୁ ବାରିକ, ଖଗେଶ୍ୱର ବୁଡେକ, ବିରାଟ ପାଣ୍ଡେ, ମିତ୍ରୋଦୟ ସାହା, କବିତା ସାହୁ ପ୍ରମୁଖ ଯୋଗ ଦେଇଥିଲେ । 

ପରିଶେଷରେ ବିଦ୍ୟାଧର ଦ୍ୱାରି ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ନରେଶ ଦ୍ୱାରୀ, ବଳଦେବ ବିଶି, ମାନଭଞ୍ଜନ ସା, ଗଂଗାଧର ଭୋଇ, ଭବାନୀ ଶଙ୍କର ଭୋଇ, ନୟନ ସା, କଳାକାହ୍ନୁ ଚୌହାନ, ସୌମ୍ୟ ରଞ୍ଜନ ଦ୍ୱାରୀ, ସୁଜିତ ଦେହେରୀ, ବାସୁଦେବ ସା, ବିପିନ ବିହାରୀ ନାଏକ, ମୁକେଶ ଭୋଇ, ସନତ ଭୋଇ, ରାମ ପ୍ରସାଦ ସା, ରାଜେଶ ଭୋଇ, କୁନା ବାରିକ, ଧୃବ ଚରଣ ଦ୍ୱାରୀ, ସୁଶିଳ ଭୋଇ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like