-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଖେଳ

୫୬ ତମ ସର୍ବଭାରତୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟିତ

10-Dec-2023



ଇଲାଙ୍ଗିର(ଚିତ୍ରସେନ ବେହେରା)ସ୍ଥାନୀୟ ସଦାଇପାଲି ପଲ୍ଲିଶ୍ରୀ ଷ୍ଟଡିୟମ ଠାରେ ଆଜି ୫୬ ତମ ସର୍ବଭାରତୀୟ ଇଂଜିନିୟରସ୍ କପ୍ ଓ ନର୍ସିଂ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ଜିଲ୍ଲାପାଳ ଚଂଚଳ ରାଣା ଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଖେଳ ସାଇଟ୍ ସଦାଇପାଲି ଓ ରକ୍ ଡାଇମଣ୍ଡ ବାଲାଘାଟ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ସଦାଇପାଲି ସାଇଟ ଦଳ ୧-୦ ଗୋଲ ରେ ବିଜୟୀ ହୋଇଥିଲା  । ଖେଳଟି ଚିତ୍ତାକର୍ଷକ ହୋଇ ହଜାର ହଜାର ଦର୍ଶକ ଙ୍କୁ ଆନନ୍ଦ ଆଣି ଦେଇଥିଲା । ଖେଳ ପଡିଆ କୁ ସୁସଜ୍ଜିତ କରି ଦର୍ଶକ ଙ୍କ ପାଇଁ ଆକର୍ଷଣିୟ କରାଯାଇଛି । ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଜିଲ୍ଲାପାଳ ଶ୍ରୀ ରାଣା ରାମଜୀ ଯୁବକ ସଂଘ ର କାର୍ଯ୍ୟକର୍ତ୍ତା ମାନଙ୍କୁ ସେମାନେ ଦୀର୍ଘ ୫୦ ବର୍ଷ ରୁ ଉର୍ଦ୍ଦ ଫୁଟବଲ ପ୍ରତିଯୋଗୀତା କରି ଜିଲ୍ଲା ଗୌରବ ବଢାଉଛନ୍ତି ବୋଲି ପ୍ରଶଂସା କରିଥିଲେ । ସୂଚନା କ୍ରମେ ଜିଲ୍ଲା ସ୍ତରରେ ଏହି ଟୁର୍ଣ୍ଣାମେଣ୍ଟ  ଟି ୧୯୬୭ ମସିହାରୁ ଆରମ୍ଭ ହୋଇଥିଲା ।

୧୯୭୮ ମସିହାରୁ ରାଜ୍ୟ ତଥା ୧୯୮୭ ମସିହାରୁ ସର୍ବଭାରତୀୟ ସ୍ତର ରେ ରାମଜୀ ଯୁବକ ସଂଘ ଦ୍ୱାରା ଟୁର୍ଣ୍ଣାମେଣ୍ଟ  ଟି ହୋଇ ଆସୁଛି । ଆସନ୍ତା କାଲି ଭାଇଜାକ ସିଟି ଫୁଟବଲ କ୍ଲବ ବିଶାଖାପାଟନମ୍ ସହ ସମ୍ବଲପୁର ଏଫ୍‌.ସି ସହିତ ଖେଳ ହେବ ବୋଲି ଟୁର୍ଣ୍ଣାମେଣ୍ଟ  କମିଟୀ ର ଆବାହକ     ଡ. ନାରାୟଣ ପ୍ରସାଦ ମିଶ୍ର ଜଣାଇଛନ୍ତି । ଟୁର୍ଣ୍ଣାମେଣ୍ଟ ର ସୁପରିଚାଳନା ପାଇଁ ଲୋକନାଥ ସିଂହ, ଇଂ. ସନ୍ତୋଷ କୁମାର ବହ୍ମା, ଆଦିତ୍ୟ ପଟ୍ଟନାୟକ, ପ୍ରଫୁଲ୍ଲ ମିଶ୍ର, ସୁନୀଲ ଚନ୍ଦ୍ର ବିଶ୍ୱାଳ, ନିଶାରକାନ୍ତ ନାଗ, ଅଶୋକ ପଧାନ ଆଦି ସହଯୋଗ କରୁଛନ୍ତି । ଖେଳ ସୁରେଶ ଦାସ, ସୁବ୍ରତ ପୁରୋହିତ, ଦେବାଶିଶ ବାଗ ଓ ସୁଧାଂଶୁ ସେଠ ରେଫରୀ ଭାବରେ ଖେଳ ପରିଚାଳନା କରିଥିଲେ । ସୁନୀଲ ଚନ୍ଦ୍ର ବିଶ୍ୱାଳ ମ୍ୟାଚ କମିଶନର ର ଦାୟିତ୍ୱ ବହନ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like