-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||     

HOME   ଜିଲ୍ଲା

ବିଜେଡି ର‌ ବିଶାଳ ମିଶ୍ରଣ ପର୍ବ

10-Dec-2023



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଙ୍କ ଦବଦବା ବଢ଼ିଚାଲିଛି। ଅନେକ ସମୟରେ ବିରୋଧୀ ଦଳ ନେତାମାନେ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ ନିର୍ମଳ ଶାସନରେ ଅନୁପ୍ରାଣିତ ହୋଇ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଙ୍କ ଜରିଆରେ ବିଜେଡି ରେ

ଯୋଗଦାନ କରୁଛନ୍ତି। ସୂଚନା ଅନୁସାରେ ଆଜି ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ଖପ୍ରାଖୋଲ ବ୍ଳକ ତେଲେନପାଲି ଗାଁ ରେ ଶତାଧିକ ଲୋକ ବିଜୁ ଜନତାଦଳ ରେ ଯୋଗଦାନ କରିଥିଲେ। ମୁଖ୍ୟତଃ ବିଜେପି ଦଳର ପୂର୍ବତନ ଜିଲ୍ଲାପରିଷଦ ବିପ୍ର ବିଶି, ପୂର୍ବତନ ସରପଞ୍ଚ ତଥା ପୂର୍ବତନ ବିଜେପି ଅଧ୍ୟକ୍ଷା ଙ୍କ ସ୍ବାମୀ ରଘୁନାଥ ସିଂ ବରିହା, ଆଦିବାସୀ ସଂଘ ସଭାପତି ଟିକେଶ୍ବର ବରିହା, ନାନ୍ଦୁପଲା ପଞ୍ଚାୟତ ବିଜେପି ସଦସ୍ୟ ମାନସ ଠାକୁର, ଅମୃତ ପୁଞ୍ଜି ସହ ତେଲେନପାଲି, ନାନ୍ଦୁପଲା, ମଟିଆଭଟା, ଧଣ୍ଡାମୁଣ୍ଡା, ମହରାପଦର,ଟଙ୍କପାଣି,ଲୁହାସିଂହା, ଘୁନସର , ଭାନପୁର ପଞ୍ଚାୟତ ର ଦୁଇ ଶହରୁ ଊର୍ଦ୍ଧ୍ବ ଲୋକ ବିଜେଡି ରେ ଯୋଗଦାନ କରିଅଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଥିବାବେଳେ ଖପ୍ରାଖୋଲ ବ୍ଳକ ପ୍ରତିନିଧି ରମେଶ ପ୍ରଧାନ ସଭାପତିତ୍ବ କରିଥିଲେ। ପାଟଣାଗଡ଼ ବ୍ଳକ ପ୍ରତିନିଧି ହିମାଚଳ ପ୍ରଧାନ, ଖପ୍ରାଖୋଲ ବ୍ଳକ ଅଧ୍ୟକ୍ଷା ନିରୁପମା ପଟେଲ, ଉପାଧ୍ୟକ୍ଷ ସୁଖିରାମ୍ ଷାଣ୍ଢ, ଜିଲ୍ଲା ସହ ସମ୍ପାଦକ ପବିତ୍ର ପଟେଲ, ବିଜେଡି ୪ ଜୋନ ସଭାପତି ତଥା ଲୁହାସିଂହା ସରପଞ୍ଚ ସୀମାଞ୍ଚଳ ପୁରୋହିତ,ଯୁବ ବିଜେଡ଼ି ସଭାପତି ବେଲାର ସିଂ ମେହେର, ଜିଲ୍ଲା କାର୍ଯ୍ୟକାରିଣୀ ସଭାପତି ଇନ୍ଦ୍ରମଣି ସାହୁ, ଗୋବିନ୍ଦ ସାହୁ ପ୍ରମୁଖ ଉପସ୍ଥିତ ରହି ନୂତନ ସଦସ୍ୟ ମାନଙ୍କୁ ଦଳୀୟ ପତାକା ଉପଢ଼ୌକନ ଦେଇ ସ୍ବାଗତ ଜଣାଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ

ଖପ୍ରାଖୋଲ ବ୍ଳକ ର ଦୁଇ ହଜାର ଜନସଂଖ୍ୟା ସାମିଲ ହୋଇଥିବା ଜଣାପଡିଛି। ବିଧାୟକ ଙ୍କ ଏଭଳି ମିଶ୍ରଣ ପର୍ବ ଦେଖି ବିରୋଧୀ ଙ୍କ ମନରେ ଛନକା ପଶିଯାଇଛି। ଆଗାମୀ ନିର୍ବାଚନ ରେ ବିଧାୟକ ସରୋଜ କୁମାର ମେହେର ବିପୁଳ ପରିମାଣରେ ଭୋଟ ପାଇ ବିଜୟ ହାସଲ କରିବେ ବୋଲି ଜନସାଧାରଣରେ ଚର୍ଚ୍ଚା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026

You Might Also Like