-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||     

HOME   ଜିଲ୍ଲା

ରେଖା ମ୍ୟାଡାମ ଭିରାଙ୍ଗନା ଜଲକରିବାଇ ନ୍ୟାସନାଲ ଆୱାଡରେ ସମ୍ମାନିତ

11-Dec-2023



ବିନିକା(ହିମାଂଶୁ ଶେଖର ପୁଟେଲ) ପେଶା ଚାକିରୀ ହେଲେ ନିଶା ସାମାଜିକ କାର୍ଯ୍ୟକ୍ରମକୁ ବେଶି ଗୁରୁତ୍ତ୍ଵ ଦେବା ।ଆଜି ସେହି ସାମାଜିକ କାର୍ଯ୍ୟକ୍ରମର ସଫଳତା ଜାତୀୟ ସ୍ତରରେ ମିଳିଥିବାରୁ ଅତ୍ୟନ୍ତ ଖୁସି ବୋଲି ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି ।ସେ ଆଉ କେହି ନୁହେଁ । ସେ ହେଉଛନ୍ତି ବିନିକା ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ ।ଆଜି ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ତରଫରୁ ନୂଆଦିଲ୍ଲୀ ସ୍ଥିତ ପଞ୍ଚଶିଲା ଆଶ୍ରମ ଠାରେ ଅନୁଷ୍ଟିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଡ଼ ଆମ୍ବେଦକର ସାହିତ୍ୟ ଦଳିତ ଏକାଡେମୀ ଆୱାର୍ଡ଼ ଅର୍ଥାତ ଭିରାଙ୍ଗନା ଜଲକରିବାଇ ନ୍ୟାସନାଲ ଆୱାର୍ଡ଼ରେ ରେଖା ପ୍ରଧାନଙ୍କୁ ସମ୍ମାନିତ କରାଯାଇଛି । ନ୍ୟାସନାଲ ସେମିନାର ସଭାପତି ଡ଼ଃ ଏସ.ପି ସୁମନ ଶେଖରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନେପାଲ ରାଜା,ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସତ୍ୟ ନାରାୟଣ ଝାଟିଆ ଅତିଥି ଭାବରେ ଯୋଗଦେଇ ଅଧ୍ୟକ୍ଷା ଶ୍ରୀମତୀ ରେଖା ମ୍ୟାଡାମଙ୍କୁ ଉପଢ଼ୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ।ସୂଚନା ଯୋଗ୍ୟ ଯେ ସୋସିଆଲ ସର୍ଭିସ ଓ ଲିଟ୍ରେସି ଏକ୍ଟିଭିଟିଜ ଆଦି କାର୍ଯ୍ୟକ୍ରମକୁ ଶ୍ରୀମତୀ ରେଖା ସଫଳତାର ସହିତ ସମ୍ପାଦନା କରି ଆସୁଥିବାରୁ ତାଙ୍କୁ ଏହି ଆୱାର୍ଡ଼ ମିଳିଛି ।ଅନ୍ୟ ପକ୍ଷରେ ସାମାଜିକ କାର୍ଯ୍ୟକ୍ରମ ବ୍ୟତୀତ କଳା କ୍ଷେତ୍ରରେ ମଧ୍ୟ ତାଙ୍କର ପାରଦର୍ଶିତା ରହିଛି ।ଅତୀତରେ ବିଶ୍ୱ ପ୍ରସିଦ୍ଧ ବରଗଡ ଧନୁଯାତ୍ରାରେ ଦେବକୀ ଭୂମିକା ନିଭାଇଥିଲେ।ସେହିପରି କଲେଜ ତରଫରୁ ଏବଂ ଲୋକାଲିଟି ସ୍ତରରେ ହେଉଥିବା ବିଭନ୍ସ୍ ସାମାଜିକ,ସାଂସ୍କୃତିକ କାର୍ଯ୍ୟକ୍ରମକୁ ମଧ୍ୟ ତୁଲାଇବାରେ ପ୍ରମୁଖ ଭୂମିକା ନେଉଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026

You Might Also Like