-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ଆଲୋଚନା ଓ କର୍ମଶାଳା ଆମର ସଂସ୍କୃତି ଓ ପରମ୍ପରା : ଡାଲଖାଇ ଲୋକନୃତ୍ୟ

11-Dec-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ୨୪ତମ ଜାତୀୟ ଲୋକନୃତ୍ୟ ଓ ସଂଗୀତ ଉତ୍ସବ ପାଳନ ଅବସରରେ ସୋନପୁର ମହାନଦୀ ଧାରା ଶିକ୍ଷାନୁଷ୍ଠାନରେ ଏକ ସାରସ୍ୱତ ସଂପାନ ଓ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । “ଆମର ସଂସ୍କୃତି ଓ ପରମ୍ପରା : ଡାଲଖାଇ ଲୋକନୃତ୍ୟ ” ଶୀର୍ଷକରେ ମହାନଦୀ ଧାରା ଶିକ୍ଷାନୁଷ୍ଠାନର ପ୍ରତିଷ୍ଠାତା ଓ ନିର୍ଦ୍ଦେଶକ ପ୍ଲାବନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଓ ଶିକ୍ଷାନୁଷ୍ଠାନର ଛାତ୍ରୀ ସୁଶ୍ରୀ ସ୍ମୃତିମୟୀ ଦାସଙ୍କ ସଂଯୋଜନା ପ୍ରଥମେ ପଏଁରୀ ଅନୁଷ୍ଠାନର ସଭାପତି ଲଡୁକିଶୋର ମଲ୍ଲିକ ସ୍ୱାଗତ ସହିତ ପରିଚୟ ପ୍ରଦାନ କରିଥିଲେ ଏହି ସୋପାନରେ ନୃତ୍ୟଗୁରୁ ନାଟ୍ୟଶ୍ରୀ ଗଦାଧର ବାରିକ, ସୋନପୁର, ସମ୍ବଲପୁର ଉକିଆ ସାଂସ୍କୃତିକ ଅନୁଷ୍ଠାନର ନୃତ୍ୟଗୁରୁ ରଂଜନ କୁମାର ସାହୁ, ଆଲୋଚକ ଭାବରେ ଯୋଗଦାନ କରି ଡାଲଖାଇ ଲୋକନୃତ୍ୟ ବିଷୟରେ ନିଜର ଗବେଷଣାତ୍ମକ ବକ୍ତବ୍ୟ ପ୍ରଦାନ ପୁର୍ବକ ଡାଲଖାଇ ଲୋକନୃତ୍ୟର ମୂଳ ପରିଚୟ କିମ୍ବା ମୌଳିକ କଳାକୁ ବିକୃତ କରାଯାଉଥିବାରୁ କ୍ଷୋଭ ପ୍ରକାଶ କରିଥିଲେ । ପ୍ରଥମେ ପଏଁରୀ ଅନୁଷ୍ଠାନର ସଂପାଦକ ନୃତ୍ୟ ନିର୍ଦ୍ଦେଶକ ତଥା ଲୋକକଳା ଗବେଷକ ଚୌଧୁରୀ ବିଭାର “ଆମର ସଂସ୍କୃତି ଓ ପରମ୍ପରା : ଡାଲଖାଇ ଲୋକନୃତ୍ୟ ” ଶୀର୍ଷକ ଏକ ଭାବୋଦ୍ଦୀପକ ପ୍ରବନ୍ଧ ଉପସ୍ଥାପନା କରିଥିଲେ । ସଂପାନ ଶେଷରେ ଶିକ୍ଷାନୁଷ୍ଠାନର ଛାତ୍ରୀ ସୁଶ୍ରୀ ମୋତି ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ । ଆୟୋଜିତ ସଂପାନରେ ମହାନଦୀ ଧାରା ଶିକ୍ଷାନୁଷ୍ଠାନର ୮୦ ଜଣ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରି ନିଜ ନିଜର ମତ ବିନିମୟ କରିଥିଲେ ଓ ସେମାନଙ୍କୁ ପ୍ରମାଣ ପତ୍ର ପ୍ରଧାନ କରାଯାଇଥିଲା । ଶେଷରେ ଗୁରୁ ରଂଜନ କୁମାର ସାହୁ କେମିତି ଡାଲଖାଇ ନୃତ୍ୟ ପରିବେଷଣ କରାଯାଏ ନିଜେ ନାଚି ଅନ୍ୟମାନଙ୍କୁ ଶିକ୍ଷା ଦେଇଥିଲେ ଓ ଚୌଧୁରୀ ବିଭାର ଡାଲଖାଇ ଗୀତ ଗାଇ ସମସ୍ତଙ୍କୁ ନଚେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like