-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶାର କଳା ସାହିତ୍ଯ ଓ ସଂସ୍କୃତିର ମୂଳଦୁଆ ଥିଲେ କୋଶଲ ନାଟ୍ୟ ମହର୍ଷି ଗୁରୁ ଭଗବାନ ସାହୁ

11-Dec-2023



ବଲାଙ୍ଗିର (ପ୍ରେରଣା ଖବର ): ଓଡିଶାର କଳା ସାହିତ୍ଯ ଓ ସଂସ୍କୃତିର  ମୂଳଦୁଆ ଥିଲେ କୋଶଲ ନାଟ୍ୟ ମହର୍ଷି ଗୁରୁ ଭଗବାନ ସାହୁ। ତାଙ୍କର ତ୍ୟାଗପୂତ ଜୀବନ ଓ ସଂସ୍କୃତି ସମର୍ପିତ  ପ୍ରାଣତା  ହିଁ ଆଜିର    ଯୁବପିଢି ପାଇଁ  ଉଜ୍ଜ୍ବଳ ଆଲୋକ ର ବତୀଘର ସଦୃଶ୍ୟ  ବୋଲି ମତ ପ୍ରକାଶ ପାଇଛି ଗୁରୁ ଭଗବାନ ସାହୁ  ରାଜ୍ଯ ସ୍ତରୀୟ  ସ୍ମୃତିକମିଟିର  ଆନୁକୂଲ୍ୟରେ ସଂସ୍କାର ଭାରତୀ ର ବଲାଙ୍ଗୀର ଶାଖା ଆୟୋଜନରେ ବଲାଙ୍ଗୀର ଯାଦବ ଭବନ ଠାରେ ଅନୁଷ୍ଠିତ  ଗୁରୁ ଭଗବାନ ସାହୁଙ୍କ  ୨୩ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଅନୁଷ୍ଠିତ ଆଲୋଚନା ଚକ୍ରରେ। ସଂସ୍କାର ଭାରତୀ ର ପଶ୍ଚିମ ପ୍ରାନ୍ତ  ମହାମନ୍ତ୍ରୀ ନାଟ୍ୟଶ୍ରୀ ଗଦାଧର ବାରିକ ସଭାପତିତ୍ବ ରେ ଅନୁଷ୍ଠିତ 'ପଶ୍ଚିମ ଓଡିଶାର ଭାଷା,କଳା ଓ ସଂସ୍କୃତି ଏବଂ ଗୁରୁ ଭଗବନ ସାହୁ' ଶୀର୍ଷକ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ରେ ଅତିଥି ବକ୍ତା ଭାବରେ। ଡକ୍ଟର ଶ୍ରୀକର ମିଶ୍ର,  ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ଚିତ୍ରଶିଳ୍ପୀ ତଥା ସଂସ୍କାର ଭାରତୀ ବଲାଙ୍ଗୀର ଶାଖା ସଭାପତି  ବାସୁଦେବ ମେହେର,କବି ସନ୍ଦୀପ କୁମାର କୁଅଁର  ମଂଚାସୀନ ହୋଇ ଆଲୋଚନା କରିବା ସହ ଗୁରୁ ଭଗବାନ ସାହୁଙ୍କ ଶବ୍ଦ ନୃତ୍ୟକୁ ପ୍ରଚାର କରାଗଲେ ତାହାହିଁ ହେବ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳୀ ବୋଲି ମତ ଦେଇଥିଲେ ।ଏହି ଅବସରରେ ଡକ୍ଟର ଶ୍ରୀକର ମିଶ୍ର,  ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, କବୟତ୍ରୀ ସବିତା ମହରା,  କବୟତ୍ରୀ ଚୁମକି ଦାଶ ମିଶ୍ର, କବୟତ୍ରୀ ବାସନ୍ତୀ ମଂଜରୀ ହନୁମାନଙ୍କୁ ସମାଜସେବା, ଶିକ୍ଷା ଓ ସାହିତ୍ୟ ତଥା କବିତା କ୍ଷେତ୍ରରେ ଉଲ୍ଲେଖଯୋଗ୍ଯ ଅବଦାନ ପାଇଁ  ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିଲା । ଆଲୋଚନାରେ ଅନ୍ଯମାନଙ୍କ ମଧ୍ୟରେ  ସବିତା ମହରା, ଚୁମକୀ ଦାସ,ଧର୍ମେନ୍ଦ୍ର ପ୍ରଧାନ,ବାସନ୍ତୀ ମଂଜରୀ ହନୁମାନ ଓ ଡକ୍ଟର ଭବାନୀ ଶଂକର ପଟେଲ  ବକ୍ତବ୍ଯ ପ୍ରଦାନ କରିଥିଲେ।

ଏହି ଅବସରରେ ଖୁସି ସାଂସ୍କୃତିକ ଓ ଗବେଷଣା  କେନ୍ଦ୍ର ର କଳାକାର ମାନେ  ସୁନ୍ଦର ଲୋକନୃତ୍ଯ  ପରିବେଷଣ କରିଥିବା
ବେଳେ  ନୃତ୍ଯ ଶିଳ୍ପୀ ମାନଙ୍କର ଗୁରୁ ସୁଶ୍ରୀ ଜ୍ୟୋତିରେଖା ତ୍ରିପାଠୀ ଙ୍କୁ ସ୍ମୃତିଫଳକ ଦେଇ ସମ୍ମାନିତ କରାଯାଇଥିଲା।

ପ୍ରାରମ୍ଭିକ ସଂଗୀତର ପରିବେଷଣ ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ନିସାର ଅହମ୍ମଦ ନିସାର। କାର୍ଯ୍ୟକ୍ରମ ଆୟୋଜନ ରେ ସହଯୋଗିତା କରିଥିଲେ ବାସୁଦେବ ସା,କିଶୋର ଜାଲ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like