-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ନୂଆଁପଡା ଗ୍ରାମ ପଞ୍ଚାୟତରେ ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

11-Dec-2023



ଗୁଡ଼ଭେଲା (ପଞ୍ଚାନନ ନାଏକ ): ବଲାଙ୍ଗୀର ପଶ୍ଚିମ ଓଡ଼ିଶା ସେବା ସଂଘ ଓ ବିଭିନ୍ନ ମହିଳା ସଂଗଠନ ପକ୍ଷରୁ ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ ନୂଆଁପଡା ଗ୍ରାମପଞ୍ଚାୟତରେ ବିଭିନ୍ନ ସମସ୍ୟା ନେଇ  ନୂଆଁପଡ଼ା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ସ୍ଥାନୀୟ ସରପଞ୍ଚ କୁଞ୍ଜବିହାରୀ ସାହୁଙ୍କ ଆଲୋଚନା କରିବା ପରେ ତାଙ୍କ  ଜରିଆରେ ଜିଲ୍ଲାପାଳଙ୍କୁ ଏକ ପାଞ୍ଚ ଦଫା ଦାବୀପତ୍ର ପ୍ରଦାନ କରିଛନ୍ତି। ଉକ୍ତ ଦାବୀପତ୍ରରେ ଦର୍ଶାଇଛନ୍ତି ଯେ, ନୂଆପଡ଼ା ଗ୍ରାମ ପଞ୍ଚାୟତରେ ପିଇବା ପାଣି ସମସ୍ୟା, ନଳକୂପ ଗୁଡିକ ଅଚଳ ଅବସ୍ଥାରେ ପଡି ରହିଥିବାରୁ ଲୋକ ବହୁତ ଅସୁବିଧାର ସମ୍ମୁଖ ହେଉଛନ୍ତି । ମହିଳାମାନେ ପ୍ରାୟ ଏକ କିଲୋମିଟର ଯାଇ ପିଇବା ପାଣି ସଂଗ୍ରହ କରିବାକୁ ପଡୁଛି, ବିଭିନ୍ନ ରାସ୍ତାରେ ଥିବା ନଳକୂପ ବାରମ୍ବାର ଖରାପ ହେଉଛି, ଏହାର ମରାମତି ଦିଗରେ କେହି ଦୃଷ୍ଟି ଦେଉ ନାହାନ୍ତି , ନୂଆଁପଡ଼ା ଗ୍ରାମରେ ପାଇପ ଯୋଗେ ପିଇବା ପାଣି ଯୋଗାଇ ଦିଆଯାଉଛି କିନ୍ତୁ ଦାୟିତ୍ବରେ ଥିବା କର୍ମଚାରୀ ମନ ଇଛା ପାଣି ଯୋଗାଣ କରୁଛନ୍ତି। ଏହାକୁ ସକାଳୁ ୨ ଘଣ୍ଟା ଓ ସନ୍ଧ୍ୟା ସମୟରେ ୨ ଘଣ୍ଟା ଦେବା ପାଇଁ ଅନୁରୋଧ, ଏହା ସହିତ ଗାଁର କିଛି ଅଞ୍ଚଳରେ ପାଇପ ପାଣି ଆସୁ ନାହିଁ । ସେହି ସ୍ଥାନଗୁଡିକୁ ତୁରନ୍ତ ଚିହ୍ନଟ କରି ପାଇପ ଜଳ ଯୋଗେଇ ଦେବା ପାଇଁ ଅନୁରୋଧ ଆଦି ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି। ଏହି ଦାବୀ ଗୁଡିକ ପୂରଣ ନହୁଏ ତେବେ ଆଗାମୀ ଦିନରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ରାଜରାସ୍ତାକୁ ଉଲ୍ଲେଇବା ପାଇଁ ବାଧ୍ଯ ହେବୁ ବୋଳି ସଂଘ ପକ୍ଷରୁ କୁହାଯାଇଛି। ଏହି ଦାବୀପତ୍ର ଦେବା ବେଳେ ପଶ୍ଚିମ ଓଡ଼ିଶା ସେବା ସଂଘ ସଭାପତି ରାଜେଶ ବଗର୍ତ୍ତୀ, ଜମ୍ଭୋବତି ଥନାପତି, ଗୁଳାପୀ ସେଲମା, କାନ୍ତି ବଗର୍ତ୍ତୀ, ବେଳମତି ସେଲମା, ବିନୋଦିନୀ ସେଲମା, ଡୁଲେଶ୍ଵରୀ ମାନହିର ଆଦି ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like