-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ଜାନୁଆରୀ ୧୯ ରୁ ପୁରନ୍ଦର ବାରିକଙ୍କ ସ୍ମୃତିରେ ନାଟ୍ ମହୋତ୍ସବ

11-Dec-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ)- ସୁବର୍ଣ୍ଣପୁରର ବିଶିଷ୍ଟ ପାଟଢୁଲିଆ ସ୍ଵର୍ଗତ ପୁରନ୍ଦର ବାରିକଙ୍କ ସ୍ମୃତିରେ ସ୍ମୃତିକମିଟି ପକ୍ଷରୁ ପ୍ରଥମ ନାଟ୍ ମହୋତ୍ସବ ସ୍ଥାନୀୟ ରୟାଲପଡିଆ ଥିଏଟର୍ ମଞ୍ଚରେ   ପଶ୍ଚିମ ଓଡ଼ିଶାର ବଛାବଛା ନିର୍ଦ୍ଦେଶକ ମାନଙ୍କ ନିର୍ଦ୍ଦେଶନାର ନାଟ୍ ମାନଙ୍କୁ ନେଇ ଆସନ୍ତା ଜାନୁଆରୀ ୧୯ ରୁ ୨୧ତାରିଖ ପର୍ଯ୍ୟନ୍ତ ତିନିଦିନ ବ୍ୟାପି ସମ୍ବଲପୁରୀ କୋଶଲୀ ନାଟ୍ ମହୋତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ବ୍ଲକଛକ ଦୁର୍ଗାମଣ୍ଡପ ରେ ନାଟ୍ୟଶ୍ରୀ ଗଦାଧର ବାରିକ ଙ୍କ ସଭାପତିତ୍ବ ରେ ଏକ ବୈଠକ ଅନୁଷ୍ଠିତ ହୋଇ ନାଟ୍ ମହୋତ୍ସବ ପାଇଁ ପୁରନ୍ଦର ବାରିକ ସୃତିକମିଟି ଗଠନ କରାଯାଇଥିଲା। ସ୍ମୃତିକମିଟିର ଅଧ୍ୟକ୍ଷ ଭାବରେ ଅରବିନ୍ଦ ବାରିକ, ସଂଯୋଜକ ଗଦାଧର ବାରିକ, ସଂପାଦକ ଦିଲିପ ପାତ୍ର ଓ କୋଷାଧ୍ୟକ୍ଷ ଭାବରେ ନିଶାନ୍ତ କୁମାର ମହାନ୍ତି ଓ ପରାମର୍ଶଦାତା କମିଟି ରେ ସର୍ବଶ୍ରୀ ଡ଼କ୍ଟର ପୁରୁଷୋତ୍ତମ ମିଶ୍ର, ବେଣୁଧର ପ୍ରଧାନ,ଅଶୋକ କୁମାର ଜେନା,ବେଣୀମାଧବ ବେଦବାକ, ପ୍ରିୟବ୍ରତ ସାହୁ,ଶରତ ମହାପାତ୍ର, ଜ୍ୟୋତିର୍ମୟ ମିଶ୍ର,ସୁବ୍ରତ କୁମାର ସେଠି, ଦେବାଶିଷ ପଟ୍ଟନାୟକ, ଜଗନ୍ନାଥ ଧରୁଆ,ଅମିୟ ରଞ୍ଜନ ଦାଶ,ପିତବାସ ମିଶ୍ର,, ରାମଶଙ୍କର ଖମାରୀ,ପ୍ରଦୀପ ଶଙ୍ଖୁଆ,ହରିହର କର୍ଣ୍ଣ, ପ୍ରମୁଖ ଙ୍କୁ ସର୍ବସମ୍ମତି କ୍ରମେ ମନୋନୀତ କରାଯାଇଛି। ପ୍ରତ୍ୟେକ ଦିନ ସଂଧ୍ୟା ୬ଘଣ୍ଟାରୁ ୧୦ଘଣ୍ଟା ପର୍ଯ୍ୟନ୍ତ ତିନୋଟି ନାଟକ ପରିବେଷଣ କରାହେବ ବୋଲି ଆୟୋଜକ କମିଟି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like