-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ଲୋଇସିଂହା ପଂଚାୟତ ରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ

11-Dec-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଅନ୍ତର୍ଗତ ଲୋଇସିଂହା ପଂଚାୟତ ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ପ୍ରଥମେ ସଚେତନତା ରଥ ପହଂଚିବା ପରେ ଭବ୍ୟ ସ୍ବାଗତ କରାଯାଇଥିଲା l ଲୋଇସିଂହା ସରପଞ୍ଚ ଶ୍ରୀ ନବକିଶୋର ନାଏକ ଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯୁଧିଷ୍ଠିର ମେହେର, ଥାନା ଅଧିକାରୀ ଯାଜ୍ଞସେନୀ ନାଏକ ପ୍ରମୁଖ ଯୋଗାଦେଇ ନିଜ ସୁଚିନ୍ତିତ ମତାମତ ରଖିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଲୋଇସିଂହା ବିଜେପି ମଣ୍ଡଳ ସଭାପତି ସରୋଜ ସାହୁ, ଭୁତନାଥ ନାଏକ, ଗୌରାଙ୍ଗ ନାଏକ, ରୋହିତ ଜୁଏଡ଼ ଯୋଗଦେଇ କେନ୍ଦ୍ର ସରକାର ଙ୍କ ତରଫରୁ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ l ଏହି ଅବସରରେ ରାଷ୍ଟ୍ରୀୟ ବିକାଶ ଓ ସଂହତି କୁ ନେଇ ସାମୁହିକ ଶପଥ ପାଠ କରାଯାଇଥିଲା l କେନ୍ଦ୍ର ସରକାର ଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଜନକଲ୍ୟାଣ ଯୋଜନା ର ସଫଳତା ଉପରେ ଆଲୋଚନା ହୋଇଥିଲା l ଏହି ଅବସରରେ ଲୋଇସିଂହା ବ୍ଲକ ଜିପିଓ ତଥା ନୋଡାଲ ଅଫିସର ଶ୍ରୀଯୁକ୍ତ କିଶୋର ମାନସିଂହ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା, ସି.ଆର. ପି ବ୍ୟାଙ୍କ ମିତ୍ର, ଏମ. ବି. କେ ମହିଳା, ଅଙ୍ଗନୱାଡି କର୍ମୀ, ଆଶା କର୍ମୀ, ଛାତ୍ରଛାତ୍ରୀ ତଥା ଜନ ସାଧାରଣ ଉପସ୍ଥିତ ରହି ସମ୍ପୂର୍ଣ୍ଣ ସହଯୋଗ କରିଥିଲେ l ଶେଷରେ ଲୋଇସିଂହା ସରପଞ୍ଚ ଶ୍ରୀ ନବକିଶୋର ନାଏକ ଧନ୍ୟବାଦ ଅର୍ପଣ କରି କାର୍ଯ୍ୟ ସମାପ୍ତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like