-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ବିଶେଷ

ଗାନ୍ଧୀ ଜୟନ୍ତୀରେ ଗାନ୍ଧି ଙ୍କ ନୀତି ଆପଣାଇଲେ ଜିନ୍ଦଲ କମ୍ପାନୀ

04-Oct-2020



କୋଇଡା -୪/୧୦ (ସମୀର ପାଢ଼ୀ)- ସାରା ଦେଶରେ ଜାତୀର ପିତା ମହାତ୍ମାଗାନ୍ଧୀ ଙ୍କ ଜନ୍ମ ଦିନରେ ଗାନ୍ଧୀ ଜୟନ୍ତୀ ଭାବେ ପାଳନ କରିବା ସହିତ ତାଙ୍କର ଦେଶପାଇଁ ଦେଇଥିବା ଅବଦାନକୁ ସ୍କୃତି ଭାବନା କୁ ମନେ ପକାଇଥିଲେ ଦେଶବାସୀ । ତାଙ୍କରି ନୀତି କୁ  ଆପଣାଇ କେନ୍ଦୁଝର ଜିଲ୍ଲାର ବଡ଼ବିଲ ନିକଟ ସୋୟାବାଲି ରେ ଥିବା ଜେ.ଏସ.ପି.ଏଲ ଓ ଟେନସା ରେ ଥିବା ଟି. ଆର .ବି  ଖଣି କମ୍ପାନୀ ରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।  ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ଼ ପ୍ରଶାସନ ଓ ମାନବ ସମ୍ବଳ ବିଭାଗ ର ମୁଖ୍ୟ ଶରତ କିଶୋର ପଣ୍ଡା ଙ୍କ ପରିଚାଳନା ରେ ଓ.ପି ଜିନ୍ଦଲ ବିଦ୍ୟାଳୟ ପରିଶରରେ  ଗଛ ରୋପଣ କରିବା ସହ ସଫେଇ କରାଯାଇଥିଲା ।ପରେ ନିକଟସ୍ଥ ଗ୍ରାମର ମାନଙ୍କ ରେ ରାସ୍ତା ଘାଟ, ନାଳ, ଗଳି ,ଗନ୍ଧି ସବୁ କୁ ସଫା କରାଯିବା ସହ ଝାଡୁ କରାଯାଇଥିଲା।ସେହିଭଳି କୀତାବେଢ଼ା , ସିଆଳିଯୋଡ଼ା, ଦେଓଝର, ପୁନଃ-ଥଇଥାନ, ଆଦି ଗ୍ରାମ, ଟେନସା ଜିନ୍ଦଲ କଲୋନୀ  ଆଖ ପାଖ ସବୁ ସଫା କରିବା ସହ ସ୍ୱଚ୍ଛତା କରାଯାଇଥିଲା ।  ଜିନ୍ଦଲ ପ୍ଲାଣ୍ଟ ହେଡ ଜି.ସୁରେଶ ସା, ଏସ.ଏମ.ପି.ଏଲ  ର ହେଡ ଅର୍ଜ୍ଜୁନ ଶର୍ମା, ଟେନସା ମାଇନ୍ସ ର ହେଡ ପ୍ରମୋଦ କୁମାର ପାତ୍ର, ଓ.ପି ଜିନ୍ଦଲ ବିଦ୍ୟାଳୟ ର ଅଧ୍ୟକ୍ଷ ସଙ୍ଗୀତା ଦାଶ ,ମେଡ଼ିକାଲ ଅଫିସର ଅଜିତ ଜେନା, ଶୁଭଙ୍କର ବେହେରା, ସୁଦାମ ମହାକୁଡ଼ ସମେତ ଜିନ୍ଦଲ ର ବରିଷ୍ଠ ଅଧିକାରୀ, କର୍ମଚାରୀ, ମହିଳା ମାନେ ଏହି ସ୍ୱଚ୍ଛତା କାର୍ଯ୍ୟକ୍ରମ ରେ ଭାଗ ନେଇଥିଲେ ।କରୋନା ର ସମସ୍ତ ନିୟମ କୁ ପାଳନ କରିବା ସହ ପରିମଳ ସ୍ୱଚ୍ଛତା ଉପରେ  ଜନସାଧାରଣ ମାନକଙ୍କୁ ସଚେତନତା କରାଇଥିଲେ ।ଜିନ୍ଦଲ ର ଏହି ପରି ପ୍ରୟାସ କୁ ଆଖପାଖ ଅଞ୍ଚଳରେ ପ୍ରଶଂସାର ପାତ୍ର ପାଲଟିଛି ଜିନ୍ଦଲ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like