-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||     

HOME   ଜିଲ୍ଲା

*ସୋନପୁର ଠାରେ ବିଜେଡ଼ି ର ପ୍ରଶିକ୍ଷଣ ଶିବିର* -

11-Dec-2023



ସୋନପୁର  (ପ୍ରେରଣା ଖବର )
ସୁବର୍ଣ୍ଣପୁର  ନିଉଁ ଟାଉନ ହଲ ଠାରେ  ବିଜେଡ଼ି  ର ସକ୍ରିୟ ସଦସ୍ୟ ମାନଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ ହୋଇଥିଲା l ଏଥିରେ ଓଡ଼ିଶା ଶଙ୍ଖ ଭବନ ରୁ  ଆସିଥିବା ମାଷ୍ଟର ଟ୍ରେନର ଶ୍ରୀ ସଞ୍ଜୀବ ପୃଷ୍ଟି , ଶ୍ରୀ ଦେବାଶିଷ ସ୍ୱାଇଁ  ବିଜୁ ଜନତା ଦଳ ର ନେତା ଓ କର୍ମୀ ଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥଲେ l ଏବଂ ଓଡ଼ିଶା ର ବିକାଶ ର ବାର୍ତ୍ତା ପହଞ୍ଚlଇଥିଲେ l ଏଥିରେ ପର୍ଯ୍ୟବେକ୍ଷକ ଭାବେ ବରଗଡ଼ ବିଧାୟକ ଦେବାଶିଷ ଆଚାର୍ଯ୍ୟ, ସ୍ଵାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୁଝାରୀ, ଜିଲ୍ଲା ବିଜେଡି ସଭାପତି ସରୋଜ କମ୍ପ, କାର୍ଯ୍ୟକାରୀ ସଭାପତି ଅଭିମନ୍ୟୁ କୁଶଳ,  ଉପ ସଭାପତି କଇରୁ ସ୍ୱାଇଁ, ବିଜେଡି ଟାଉନ ସଭାପତି ଜନ୍ମଞ୍ଜୟ ପାତ୍ର, ଛାତ୍ର ଜନତା ସଭାପତି ଶାଶ୍ଵତ ମିଶ୍ର, ପୌର ପରିଷଦ ଅଧ୍ୟକ୍ଷା ତାମସି ତାମସ୍ମିତl ନାଏକ , ଉପାଧ୍ୟକ୍ଷା ମଲ୍ଲିକା ଦାନୀ, ପlର୍ଟି ଅଫିସ ସଂପାଦକ ମାନ ଭଞ୍ଜନ ବେଦବାକ, ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ବିଜେଡ଼ି ଯୁବ ନେତା ତଥା ପ୍ରାକ୍ତନ ପୌର ଅଧ୍ୟକ୍ଷ ପ୍ରକାଶ ସାହୁ,  କାଉଁନସିଲର୍ ରାଜୁ ରାଓ, ଓ ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ, ଓ ପୌର ପରିଷଦ କାଉନସିଲର ଯୋଗ ଦେଇ ଥିଲେ l ଦଳ ଭିତରେ ଏକତା, ଶୃଙ୍ଖଳା, ସମ୍ମନ୍ଵୟ ରକ୍ଷା କରି ନମ୍ର ହେବାକୁ  ଓ  ଓଡିଶା ର ବିକାଶ ଦିଗରେ ଆହୁରି ଅଧିକ ସଂଖ୍ୟାରେ ସହଯୋଗ ର ହାତ ବଢ଼ାଇବାକୁ କର୍ମୀ ଙ୍କୁ ମନ୍ତ୍ରୀ ଶ୍ରୀ ପୁଝାରୀ ଓ ବିଧାୟକ ଶ୍ରୀ ଆଚାର୍ଯ୍ୟ ଅନୁରୋଧ କରିଥିଲେ l ଏବଂ ଓଡ଼ିଶା ର ଦ୍ରୁତ ବିକାଶ ର ବାର୍ତ୍ତା ଗାଁ ଗାଁ ରେ ପହଞ୍ଚାଇବାକୁ ନିଜେ ଉତ୍ସାହିତ ହୋଇ ଲୋକ ଙ୍କ ଉତ୍ସାହ ବଢ଼ାଇବାକୁ ପରାମର୍ଶ କରିଥଲେ l ଏହି ଶିବିର ରେ ସୋନପୁର ପୌର ପରିଷଦ ର ସମସ୍ତ ୱାର୍ଡ ର ସକ୍ରିୟ ପୁରୁଷ ଓ ମହିଳା କର୍ମୀ ଓ ସୋନପୁର ବ୍ଲକ ର ୧ ନମ୍ବର ଜୋନ ଓ ୨ ନମ୍ବର ଜୋନ ର ନେତା ଓ କର୍ମୀ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026

You Might Also Like