-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସମନ୍ୱୟ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ

11-Dec-2023



ପାଟଣାଗଡ଼(ପୁର୍ଣ୍ଣ ଶଶୀ ଶେଖର ରାଓ ): ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ  ଠାରେ ଥିବା ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରସିଦ୍ଧ ହରିଶଙ୍କର ପୀଠରୁ ପୂଜାର୍ଚ୍ଚନା କରି ଏକ ମଶାଳ ଶୋଭାଯାତ୍ରା କରାଯାଇଥିବା ବେଳେ ଏଥିରେ ଅତିଥି, ଛାତ୍ରଛାତ୍ରୀ ଏବଂ ସାଧାରଣ ଜନତା ସାମିଲ ହୋଇଥିଲେ। ଖପ୍ରାଖୋଲ ଠାରେ ରାସ୍ତା ର ଦୁଇ ପାର୍ଶ୍ୱରେ ଛାତ୍ରଛାତ୍ରୀ ଛିଡ଼ା ହୋଇ ମଶାଳକୁ ସ୍ବାଗତ ଜଣାଇଥିଲେ। ଖପ୍ରାଖୋଲ ର ଇଷ୍ଟଦେବୀ ମାଁ ଡୁମେରତଳେନ ଠାରେ

ପୂଜାର୍ଚ୍ଚନା କରି ନଗର ପରିକ୍ରମା କରିଥିଲେ। ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ପାଟଣାଗଡ଼ ବିଧାୟକ ତଥା ଓଡ଼ିଶାର ଉପମୁଖ୍ୟ ସଚେତକ ସରୋଜ କୁମାର ମେହେର ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟ ର ଶୁଭାରମ୍ଭ କରିଥିଲେ। କଲେଜ ର ଅଧ୍ୟକ୍ଷ ବଲଭଦ୍ର ଦାଶ ସଭାପତିତ୍ବ କରି ସ୍ବାଗତ ଭାଷଣ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଖପ୍ରାଖୋଲ ବ୍ଳକ ଅଧ୍ୟକ୍ଷା ନିରୁପମା ପଟେଲ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୀନକେତନ ବରହା ଯୋଗ ଦେଇଥିବାବେଳେ ପାଟଣାଗଡ଼ ଜବାହରଲାଲ କଲେଜର ଅବସରପ୍ରାପ୍ତ ପ୍ରଫେସର ଅରୁଣ ପଟ୍ଟନାୟକ ଯୋଗଦେଇଥିଲେ। ରାଜ୍ୟ ସରକାରଙ୍କ ନୂଆ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ କୁ ମୁଖ୍ୟ ଅତିଥି ବହୁ ପ୍ରଶଂସା କରିବା ସହ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ମାନଙ୍କୁ ପ୍ରତିଯୋଗିତା ରେ ଭାଗ ନେବାପାଇଁ ଆହ୍ବାନ ଦେଇଛନ୍ତି। ଏହି ଅବସରରେ ବିଧାୟକ ଖପ୍ରାଖୋଲ ଠାରେ ମଡେଲ ଡିଗ୍ରୀ କଲେଜ୍ ଖୋଳିବା ସହିତ ବିଦ୍ୟାଳୟ ର ଉନ୍ନୟନ ପାଇଁ ଆବଶ୍ୟକୀୟ ପାଣ୍ଠି ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଅର୍ଥନୀତି ବିଭାଗ ଅଧ୍ୟାପିକା ମଧୁସ୍ମିତା ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ର ରାଜେଶ ବେହେରା ଏବଂ ଛାତ୍ରୀ ଜ୍ୟୋତିର୍ମୟୀ ସେଲମା ମଞ୍ଚ ପରିଚାଳନା କରିଥିଲେ। ପ୍ରାରମ୍ଭରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ଆବହନୀ ସଙ୍ଗୀତ ପରିବେଷଣ କରାଯାଇଥିଲା। ଏହି ଅବସରରେ ମହାବିଦ୍ୟାଳୟ ପ୍ରତିଷ୍ଠା ରେ ଅବଦାନ ରହିଥିବା ତଥା କମିଟି ର ପୂର୍ବତନ କର୍ମକର୍ତ୍ତା ତଥା ସଦସ୍ୟ ସର୍ବଶ୍ରୀ ନବୀନ କୁମାର ବେହେରା, ନିରାକାର ବାରିକ, ଗୋବିନ୍ଦ ଚନ୍ଦ୍ର ବାରିକ, ବୃନ୍ଦାବନ ବାରିକ,ଟିକେମଣୀ ବାରିକ, ପ୍ରମୋଦ କୁମାର ବାରିକ, ବଲରାମ ବାରିକ,ପ୍ରତିମା ବାରିକ, ସୁଷମା ବାରିକ ଙ୍କୁ ମହାବିଦ୍ୟାଳୟ ପକ୍ଷରୁ ଓପଢୌକନ ଦିଆଯାଇଥିଲା।ପରେ

ମୁଖ୍ୟ ଅତିଥି କ୍ରୀଡା ପତାକା ଉତ୍ତୋଳନ କରିବା ସହିତ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଅଧ୍ୟାପିକା ସୁନନ୍ଦା ଭୋଇ,ମୀନା ସାହୁ, ଜନାର୍ଦ୍ଦନ ସୁନା, ନନ୍ଦ କିଶୋର ବାଗ,ନିରୋଜ ବାରିକ,ଗୁଣମଣୀ ସାହୁ, ବାଳକୃଷ୍ଣ ପୁଞ୍ଜି, ଅର୍ଜୁନ ହାତୀ, ଗୌରୀ ହଂସ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ଶେଷରେ ନୋଡାଲ ଅଫିସର୍ ପ୍ରଶାନ୍ତ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like