-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା କପ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ଦିବସ ମ୍ୟାଚ ରେ ବୌଦ୍ଧ ଦଳ ବିଜୟୀ

11-Dec-2023



କର୍ଲାମୁଣ୍ଡା (ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା  କର୍ଲାମୁଣ୍ଡା ବ୍ଲକ ପୁଟିଗାଁ ସ୍ଥିତ ଚିନା ବାଡ଼ି ପଡିଆ ଠାରେ  ରବିବାର କର୍ଲାମୁଣ୍ଡା ଫୁଟବଲ ଟିମ ପକ୍ଷରୁ ଚତୁର୍ଥ କର୍ଲାମୁଣ୍ଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ର   ସୋମବାର ଦ୍ଵିତୀୟ ଦିବସ ମ୍ୟାଚ ରେ ସୋନପୁର ଓ ବୌଦ୍ଧ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।ଏଥିରେ ବୌଦ୍ଧ ଦଳ ବିଜୟୀ ହୋଇଥିଲା।ଏହି ଅବସରରେ ମୁଖ୍ୟ ଅତିଥି ଭାବେ  ନର୍ଲା ବ୍ଲକ କଂଗ୍ରେସ ସଭାପତି ସମୀର ଚାନ୍ଦ,ସମ୍ମାନିତ ଅତିଥି ଭାବେ ଜୋରାଡବରା ସରପଞ୍ଚ କ୍ଷିତିସୁତା ସାହୁ, ସରୋଜ ସାହୁ,ଆୟୋଜକ କମିଟି ର ସଭାପତି ଡୁଲାମଣି ଭୋଇ, ସମ୍ପାଦକ ଦୁର୍ଲ୍ଲଭ ମେହେର ପ୍ରମୁଖ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ,ଖେଳ ପରିଚାଳନା ରେ ରେଫରି ଭାବେ ଚଞ୍ଚଳ ମାଝୀ, ରାଜେଶ କୁମାର, ବିଶେଶ୍ୱର ପଧାନ ଖେଳ ପରିଚାଳନା କରିଥିଲେ।   ଫୁଟବଲ ଟିମ  ସଦସ୍ୟ ନୀଳମାଧବ ଭୋଇ, ବିରେନସାହୁ,ଅନିଲସାହୁ, ମୁକେଶ କୁମାର ସାହୁ, ସଲଟିବଗର୍ତ୍ତି, ସୀତୁସାହୁ, ବିରୁସାହୁ, ବବଲୁସାହୁ, ଜିତସାହୁ, ବିପିନସାହୁ, ମଣିମେହେର,ନମିତ ସୁନା , ରାଜା ସାହୁ,ତପନ ଛତ୍ରୀଆ ,ଅଭିଷେକ ସାହୁ,ଟୁନା ସାହୁ ପ୍ରମୁଖ ସହଯୋଗ କରିଥିଲେ। ମଙ୍ଗଳବାର ହେବାକୁ ଥିବା  ପ୍ରଥମ ସେମିଫାଇନାଲ ମ୍ୟାଚ ଟି  ଚିଚର୍ଲା ଓ ବୌଦ୍ଧ ମଧ୍ୟରେ ହେବାକୁ ଥିବା ଆୟୋଜକ କମିଟି ମ୍ୟାନେଜର ମୁକେଶ କୁମାର ସାହୁ ସୂଚନା ଦେଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026

You Might Also Like