-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ଠାରେ ଡାକ କର୍ମଚାରୀ (ଜି ଡି ଏସ୍)ମାନଙ୍କ ଅନିର୍ଦ୍ଧିଷ୍ଟ କାଳ ଧର୍ମଘଟ ଆଜିରୁ ଆରମ୍ଭ*

12-Dec-2023



ନବରଙ୍ଗପୁର:(ମିହିର ଶଙ୍କର ପାତ୍ର,)
ଡାବୁଗାଁ କୋରାପୁଟ ଜିଲ୍ଲାର ଅଖିଳ ଭାରତ ଗ୍ରାମୀଣ ଡାକ ସେବକ ସଂଘ, ନେସନାଲ ୟୁନିଅନ ଗ୍ରାମୀଣ ଡାକ ସେବକ,କୋରାପୁଟ ଡିଭିଜିନାଲ ବ୍ରାଞ୍ଚ, ଜୟପୁର ସଭାପତି ଦେବରାଜ ଦାସ, ସମ୍ପାଦକ ରାଜେନ୍ଦ୍ର ସାହୁ ଓ ସହଦେବ ହରିଜନ ଙ୍କ ନିର୍ଦ୍ଦେଶ କ୍ରମେ ଆଜି ଦିନ ୯ ଘଣ୍ଟା ୩୦ ମିନିଟ ଠାରୁ ଅନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ କାର୍ଯ୍ୟାଳୟ ବନ୍ଦ କରି ତିନି ଦଫା ଦାବୀ ରଖି କାର୍ଯ୍ୟାଳୟ ଆଗରେ  ଧର୍ମଘଟ ଜାରି ରଖିଥିଲେ, ଯାହାକି ସାରା ଭାରତରେ ଉକ୍ତ ଧର୍ମଘଟ ଚାଲୁ ରହିଛି l ଜି ଡି ଏସ୍ ମାନେ ଉକ୍ତ ଧର୍ମଘଟ ରେ ସାମିଲ ରହିଥିଲେ l ତିନି ଦଫା ଦାବୀ ମଧ୍ୟରେ କମିଶନ ଦେଇ ଜି ଡି ଏସ୍ ମାନଙ୍କ ଦ୍ଵାରା ଯେଉଁ କାର୍ଯ୍ୟ କରାଯାଉଛି, ତାହା ବନ୍ଦ କରି ସେହି କାର୍ଯ୍ୟକୁ କାର୍ଯ୍ୟଭାରରେ ନେଇ କାର୍ଯ୍ୟ ସମୟ ଆଠ ଘଣ୍ଟା କରାଯାଇ ସମସ୍ତ ସୁବିଧା ଦିଆଯାଉ ଓ ପେନସନ୍ ଲାଗୁ କରାଯାଉ l(୨) କମଲେଶ୍ ଚନ୍ଦ୍ରା କମିଟି ସୁପାରିସ କରିଥିବା ସମସ୍ତ ସକରାତ୍ମକ ରିପୋର୍ଟକୁ ମନିନିଆଯଉ 
 ଯେପରି ପ୍ରତି ୧୨ ବର୍ଷରେ ଦୁଇଟି ଇନକ୍ରିମେଣ୍ଟ ଦେବା କଥା ତାହା ଦିଆଯାଉ, ଗ୍ରୁପ ଇନସ୍ୟୁରାନ୍ସ କୁ ୫ ଲକ୍ଷକୁ ବୃଦ୍ଧି କରିବା, ଗ୍ରେଚୁଟି ମୂଲ୍ୟ ୫ ଲକ୍ଷକୁ ବୃଦ୍ଧି, ୧୮୦ ଦିନ ଛୁଟିକୁ ଗଚ୍ଛିତ ରଖି ଅବସର ସମୟରେ ତାହାର ମୂଲ୍ୟ ପ୍ରଦାନ କରିବା, ଜି ଡି ଏସ୍ ଓ ତାଙ୍କ ପରିବାରକୁ ମେଡିକାଲ ସୁବିଧା ପାଇଁ ୫ଲକ୍ଷ ଟଙ୍କା ଇତ୍ୟାଦି କୁ ଶୀଘ୍ର ଲାଗୁ କରିବା ।  ଟାର୍ଗେଟ ନାମରେ ଜି ଡି ଏସ୍ ମାନଙ୍କୁ ହାରାସମେଣ୍ଟ ନ କରିବା, ଏପରି ତିନି ଦଫା ଦାବୀ ରଖି ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧର୍ମଘଟ କରିଥିଲେ, ଯଦି ସମସ୍ୟାର ସମାଧାନ ନ ହୁଏ, ତେବେ  ଅନିର୍ଦ୍ଦିଶ୍ଟ କାଳ ପର୍ଯ୍ୟନ୍ତ ଧର୍ମଘଟ ଚାଲୁରହିବ ବୋଲି କର୍ମକର୍ତ୍ତାମାନେ ସୂଚନା ଦେଇଛନ୍ତି lଉକ୍ତ ଧର୍ମଘଟରେ ରଜନୀକାନ୍ତ ପାଢୀ, ମହେନ୍ଦ୍ର କୁମାର ପଣ୍ଡା, ଜଳଧର ମାଝୀ, ହରସ ମଣି ହରିଜନ, ପ୍ରଭାତୀ ପୂଜାରୀ, ବାସନ୍ତୀ ପାଙ୍ଗି, ପ୍ରଫୁଲ୍ଲ କୁମାର ବ୍ରହ୍ମା, ଦୋଳଗୋବିନ୍ଦ ପ୍ରଧାନ, ଜିତେନ୍ଦ୍ର ମାଝୀ, କୃଷ୍ନ ଚନ୍ଦ୍ର ଚାଲାଣ, ପିତାମ୍ବର ଭତ୍ରl, ଦେଉଳା ନାୟକ ପ୍ରମୂଖ ୪୦ ଜଣ ଉପସ୍ଥିତ ରହି ଆନ୍ଦୋଳନରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026

You Might Also Like