-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||     

HOME   ଜିଲ୍ଲା

ମହିମୁଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ଓଡ଼ିଶା ନବୀନ ଓଡ଼ିଶା ୨୦୨୩-୨୪ କାର୍ଯକ୍ରମ ଉଦଯାପିତ

12-Dec-2023



ବଲାଙ୍ଗୀର(ପ୍ରେରଣା ଖବର): ପୁଇଁତଳା ବ୍ଳକ ମହିମୁଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଯୁବ ଓଡ଼ିଶା ନବୀନ ଓଡ଼ିଶା ୨୦୨୩-୨୪ କାର୍ଯକ୍ରମ ଉଦଯାପିତ ହୋଇଯାଇଛି । ଦୀର୍ଘ ୮ ଦିନ ଧରି ଚାଲିଥିବା ଏହି କାର୍ଯକ୍ରମରେ ସାଂସ୍କୃତିକ, କ୍ରୀଡା, ସାମାଜିକ

ସଚେତନତା ପରି ବିଭିନ୍ନ କାର୍ଯକ୍ରମ ମହିମୁଣ୍ଡା ମାଧ୍ୟମିକ ବିଦ୍ୟାଳୟ ତରଫରୁ ଉଭୟ ଅନୁଷ୍ଠାନ ଏବଂ ପାଖ ଗାଁ ସିରାବାହାଲ, ମହିମୁଣ୍ଡା, ଡାହିମାଲରେ ଅନୁଷ୍ଠିତ ହୋଇଥିଲା । ବିଭିନ୍ନ ଦିନରେ ଅଞ୍ଚଳର ବୁଦ୍ଧିଜୀବୀ, ଶିକ୍ଷାବିତ ତଥା ଜନପ୍ରତିନିଧି ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ, ବ୍ଲକ ଅଧ୍ୟକ୍ଷ ଯୋଗଦାନ କରି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହ ଅଞ୍ଚଳର ଶିକ୍ଷା ତଥା ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯକ୍ରମର ମହତ୍ତ୍ଵ ଉପରେ ଆଲୋକପାତ କରିଥିଲେ । ଉଦଯାପନୀ ଉତ୍ସବରେ ବ୍ଲକ ଅଧ୍ୟକ୍ଷ ସରୋଜ ପଧାନ ଯୋଗ ଦେଇ ଶିକ୍ଷା ଉପରେ ଆଲୋକପାତ କରିବା ସହ ଉତ୍ତମ ମଣିଷ ହେବା ପାଇଁ ଛାତ୍ରଛାତ୍ରୀଙ୍କୁ ଶପଥ ପାଠ କରାଇ ଥିଲେ । ଅନ୍ୟତମ ସମ୍ମାନିତ ଅଥିତି ସରପଂଚ ଶ୍ରୀମତୀ ରଞ୍ଜିତା ଭୋଇ ସାମ୍ପ୍ରତିକ ସମାଜରେ ନାରୀର ଭୂମିକା ଉପରେ ମତବ୍ୟକ୍ତ କରିଥିଲେ । ଅନୁଷ୍ଠାନର ଅଧ୍ୟକ୍ଷ ଦୁର୍ଯୋଧନ ପ୍ରଧାନ ଏହି କାର୍ଯକ୍ରମର ଉଦ୍ଦେଶ୍ୟ କହିବା ସହ ଛାତ୍ରଛାତ୍ରୀମାନଙ୍କ ଭିତରେ ଥିବା ବିଭିନ୍ନ ପ୍ରତିଭାର ଖୁବ୍ ପ୍ରଶଂସା କରିଥିଲେ । ଅନୁଷ୍ଠାନର ନୋଡାଲ ଅଫିସର ଡ. ଜଗନ୍ନାଥ ସାହୁ ବିବରଣୀ ପାଠ

କରିଥିଲେ । କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ଓ ମେଡାଲ ପ୍ରଦାନ କରାଯାଇଥିଲା ।ଏହି ଅନୁଷ୍ଠାନର ସମସ୍ତ କର୍ମଚାରୀ ତଥା ଛାତ୍ରଛାତ୍ରୀମାନଙ୍କ ପରିଶ୍ରମରେ କାର୍ଯକ୍ରମ ସଫଳ ହୋଇଥିବା ହେତୁ ସମସ୍ତେ ଖୁସି ବ୍ୟକ୍ତ କରିଥିଲେ । ଶେଷରେ ଅଧ୍ୟାପକ ସରୋଜ ବିଶି ଧନ୍ୟବାଦ ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026

You Might Also Like