-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ଘଣ୍ଟାପଡାଠାରେ ସୁନେତ୍ର ଚକ୍ଷୁ ପରୀକ୍ଷା ଶିବିର

12-Dec-2023



କଣ୍ଟାମାଳ (ଜୟ କୁମାର ମହାରଣା )ଜିଲ୍ଲା ଶିକ୍ଷା ବିଭାଗ ଓ ସ୍ୱାସ୍ଥ୍ୟ ବିଭାଗଙ୍କ ମିଳିତ ସହଯୋଗରେ ଆଜି କଣ୍ଟାମାଳ ବ୍ଲକ ଘଣ୍ଟାପଡା ଉଚ୍ଚ ବିଦ୍ୟାଳୟ ଠାରେ  ଚତୁର୍ଥ ସୁନେତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୨୧୨ ଜଣ ଛାତ୍ରଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୭ ଜଣଙ୍କୁ ଆବଶ୍ଯକୀୟ ଚଷମା ପ୍ରଦାନ କରାଯିବା ପାଇଁ ଚୟନ କରାଯାଇଥିବା ବେଳେ ୪ ଜଣଙ୍କୁ ଉଚ୍ଚତର ଚିକିତ୍ସା ପାଇଁ ଉଚ୍ଚ-ଚିକିତ୍ସାଳୟକୁ ପଠାଯିବ ବୋଲି ଜଣାପଡିଛି  । କଣ୍ଟାମାଳ ବ୍ଲକ୍ ଅତିରିକ୍ତ  ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ତ୍ରିନାଥ ପାଣି ମୁଖ୍ୟଅତିଥି ଭାବେ ଯୋଗଦେଇ ଶିବିରକୁ ଉଦ୍ଘାଟନ କରିଥିବା ବେଳେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ  l   ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଚକ୍ଷୁ ବିଶେଷଜ୍ଞ ଡା. ଶ୍ରୀ ବଲ୍ଲଭ ପ୍ରଧାନ, ଚକ୍ଷୁ ପରିକ୍ଷକ ଶ୍ରୀ ସନ୍ତୋଷ କୁମାର ବରାଡ ଓ ମହାନଦୀ ନେତ୍ର ଚିକିତ୍ସାଳୟ, ବିରାମହାରାଜପୁରର  ଚିକିତ୍ସକ ମାନେ ଆସି ପିଲାଙ୍କ ଚକ୍ଷୁ ପରୀକ୍ଷା କରିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ କଣ୍ଟାମାଳ  ବ୍ଲକ ର ଗୋଷ୍ଠୀ ସମ୍ବଳ ଶିକ୍ଷକ ଶ୍ରୀ ରାଜ କିଶୋର ସା ଓ ଶ୍ରୀ ସତ୍ୟବାନ ପ୍ରଧାନ ପରିଚାଳନା କରିଥିଲେ । ଅନ୍ତର୍ନିବେଶି ଶିକ୍ଷା ସ୍ଵେଚ୍ଛାସେବୀ ରାଜେନ୍ଦ୍ର ମହାକୁଡ ସହାୟତା ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like