-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ଜାମୁମାଳ ଠାରେ ବିଜେଡ଼ି ନେତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ବୈଠକ

12-Dec-2023



କଣ୍ଟାମାଳ (ଜୟ କୁମାର ମହାରଣା )
ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଶିମିଳିପଦର ପଞ୍ଚାୟତର ଜାମୁମାଳଠାରେ ବୌଦ୍ଧ ବ୍ଳକ ଅଧ୍ୟକ୍ଷ ତଥା ବରିଷ୍ଠ ବିଜେଡି ନେତା ପ୍ରିୟ ଦର୍ଶୀ ପ୍ରତ୍ୟୁଷ ରଥଙ୍କ ଅଧକ୍ଷତାରେ ନିର୍ବାଚନମଣ୍ଡଳୀର ନେତା ପରିବର୍ତ୍ତନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବର୍ତ୍ତମାନ ନିର୍ବାଚନମଣ୍ଡଳୀର ନେତା ଦୁର୍ନିତ ଗ୍ରସ୍ଥ ଆମଦାନୀ ନେତାଙ୍କୁ ମୁଣ୍ଡରେ ବସାଇ ପ୍ରକୃତ ବିଜେଡି ନେତାଙ୍କୁ ହତାଦର କରିବା, ସମସ୍ତ ଆମଦାନୀଙ୍କୁ ଠିକାଦାର ସଜେଇ ନିମ୍ନ କାର୍ଯ୍ୟ କରାଇବା , ନବୀନ ସରକାରଙ୍କ ବିଭିନ୍ନ ଯୋଜନାକୁ ବାଟମାରଣା ଆଦି ବିଷୟରେ ଆଲୋଚନା କରାଯାଇ ପରବର୍ତ୍ତି ପଦକ୍ଷେପ ସ୍ୱରୂପ ଆସନ୍ତା ଦିନମାନଙ୍କରେ କଣ୍ଟାମାଳ ନିର୍ବାଚନମଣ୍ଡଳୀର ପ୍ରତିନିଧିଙ୍କୁ ହଟାଇ ନୂତନକୁ ପ୍ରାଧାନ୍ୟ ପାଇଁ ପ୍ରତି ପଞ୍ଚାୟତରେ ବିଜେଡି ନେତା ପ୍ରିୟ ଦର୍ଶୀ ପ୍ରତ୍ୟୁଷ ରଥଙ୍କ ନେତୃତ୍ଵରେ ପରିବର୍ତ୍ତନସଭାର ଆୟୋଜନ କରାଯିବା ପାଇଁ ପ୍ରସ୍ତୁତି କରାଯାଇଛି। ଉକ୍ତ ବୈଠକରେ ପୂର୍ବତନ ବୌଦ୍ଧବ୍ଳକ ଅଧ୍ୟକ୍ଷ ତଥା ବିଜେଡି କର୍ମୀ ପ୍ରୟୋଧର ମହାକୁଡ଼, ଲୁକାପଡ଼ା ଗୌନ୍ତିଆ ଯଜ୍ଞ ପ୍ରସାଦ ବିଶ୍ଵାଳ, ନାରାୟଣପ୍ରସାଦ ସରପଞ୍ଚ ପ୍ରତିନିଧି ସତ୍ୟନାରାୟଣ ମାଝୀ, ଖଲିଆପାଲି ସରପଞ୍ଚ ପ୍ରତିନିଧି ଜେମାକାନ୍ତ ନାଏକ, ନରେନ୍ଦ୍ର ସାହୁ, ଲିଙ୍ଗରାଜ ରଣା, ଗୁରୁ ଚରଣ ରଣା, ବରପଦରର ୱାର୍ଡ ମେମ୍ବର ଯୋଗିନ୍ଦ୍ର ରଣା, ଦୁର୍ବାଦଳ ଝାଙ୍କର ସମେତ ବହୁ ବିଜେଡି କର୍ମୀ ଉପସ୍ଥିତ ରହିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like