-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଓସାକା ହାଇଦ୍ରାବାଦ୍ ର ନୂତନ କର୍ମକର୍ତ୍ତା ଚୟନ ସହ ସେମିନାର ଆୟୋଜନ ଘୋଷଣା

12-Dec-2023



ବଲାଙ୍ଗିର (ପ୍ରେରଣା ଖବର ): ଇତି ମଧ୍ୟରେ ହାଇଦ୍ରାବାଦ୍ ସ୍ଥିତ ପ୍ରବାସୀ ପଶ୍ଚିମ ଓଡିଶା ବାସୀଙ୍କ ଅଗ୍ରଣୀ ଅନୁଷ୍ଠାନ "ଓସାକା" ହାଇଦ୍ରାବାଦ ର ବାର୍ଷିକ ସଭା ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଆଗାମୀ ଦୁଇ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ଚୟନ ଏବଂ  ନୂଆଁ କାର୍ୟକାରୀ କମିଟି ଗଠନ ହୋଇଥିଲା l ପୂର୍ବତନ ସଭାପତି ରାମକୃଷ୍ଣ ବାରିକ୍ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାମଲ ଏବଂ ଉପ ସଭାପତି ଶଙ୍କର ସାହୁ ଅନୁଷ୍ଠାନ ର ବାର୍ଷିକ ବିବରଣୀ ପାଠ କରିଥିଲେ l ଏହି ସଭାରେ ସର୍ବସମ୍ମତି କ୍ରମେ ଓସାକା ର ସଭାପତି ଭାବେ ସୁନୀଲ କୁମାର ଗଡ଼ତ୍ୟା , ସାଧାରଣ ସମ୍ପାଦକ ଭାବେ ସନ୍ଦୀପ ପାଣିଗ୍ରାହୀ ଏବଂ ଉପ ସଭାପତି ଭାବେ ସୁଧାଂଶୁ ତ୍ରିପାଠୀ ଓ ବିଘ୍ନରାଜ ମେହେର୍ ନିଯୁକ୍ତ ହୋଇଛନ୍ତି l ଏହା ସହିତ ଇଶ୍ଵର କୁମ୍ଭାର,  ସମୀର ପାଢି,  ଜିତେନ୍ଦ୍ରିୟ ପ୍ରଧାନ,  ନୀଳାଚଳ ପ୍ରଧାନ,  ମହେଶ୍ ଦାସ,  ପ୍ରତ୍ୟୁଷ ମିଶ୍ର,  ବିଘ୍ନେଶ୍ ସାହୁ, ମନୋଜ ପ୍ରଧାନ,  ସଦାନନ୍ଦ ସାହୁ,  ସୁବ୍ରତ କ୍ଷେତି, ଭବେନ୍ଦ୍ର ପ୍ରଧାନ,  ଶଙ୍କର ସାହୁ ଏବଂ ବଳରାମ ମାଝି ମଧ୍ଯ ସର୍ବସମ୍ମତି କ୍ରମେ କାର୍ଯ୍ୟକାରିଣୀ କମିଟି ର ବିଭିନ୍ନ ପଦବୀରେ ଚୟନ ହୋଇଛନ୍ତି l

ନୂତନ ସଭାପତି ସୁନୀଲ କୁମାର ଗାଡ଼ତ୍ୟା ଓସାକା ର କାର୍ଯ୍ୟଭାର ଗ୍ରହଣ ସହ ତାଙ୍କର ସ୍ଵାଗତ ବକ୍ତବ୍ୟ ରେ ଆଗାମୀ ଦିନରେ ଓସାକା ସାଂସ୍କୃତିକ କାର୍ଯ୍ୟକ୍ରମ ସହ ପଶ୍ଚିମ ଓଡିଶା ରେ ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମ ତଥା ପଶ୍ଚିମ ଓଡିଶାର ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମ ତଥା ପଶ୍ଚିମ ଓଡିଶା ସମ୍ପର୍କିତ ଏକାଡେମୀକ ଆଲୋଚନା ଉପରେ ପ୍ରୋଗ୍ରାମ ଆୟୋଜନ କରିବାକୁ ଘୋଷଣା କରିଛନ୍ତି l ଆଗାମୀ 17  ଡିସେମ୍ବର୍ 2023 ଦିନ ହାଇଦ୍ରାବାଦରେ ପଶ୍ଚିମ ଓଡିଶାର ଏୈତିହ ଏବଂ ଉନ୍ନତି ଦିଗରେ ଆଲୋଚନା ପାଇଁ ସେମିନାର ଆୟୋଜନ କରିବାକୁ ମଧ୍ୟ ନୂଆ କମିଟି ସ୍ଥିର କରିଛନ୍ତି l ନବନିଯୁକ୍ତ ସାଧାରଣ ସମ୍ପାଦକ ସନ୍ଦୀପ ପାଣିଗ୍ରାହୀ ଶେଷ ରେ ଧନ୍ୟବାଦ୍ ଦେବା ସହ ପଶ୍ଚିମ ଓଡିଶା ର କିଛି ଗବେଷକ ଏବଂ ସଂଗଠକ ମାନଙ୍କୁ ନେଇ ପ୍ରଥମ ଥର ପାଇଁ ଆୟୋଜିତ ଏହି ସେମିନାର ର ସଫଳତା ସକାଶେ ସମସ୍ତଙ୍କର ସହଯୋଗ କାମନା କରିଛିନ୍ତି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like