-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ବୀଣାପାଣି କଲେଜ ରେ ଯୁବ ଓଡ଼ିଶା ନବୀନ ଓଡ଼ିଶା ର ଉଦଯାପନୀ କାର୍ଯ୍ୟକ୍ରମ

12-Dec-2023



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ଧୁମାଭଟା ବୀଣାପାଣି କଲେଜ ରେ ଯୁବ ଓଡ଼ିଶା ନବୀନ ଓଡ଼ିଶା ଆନୁକୂଲ୍ୟରେ କ୍ରୀଡ଼ା, ସାଂସ୍କୃତିକ,ଓ ସାମାଜିକ କାର୍ଯକ୍ରମ ର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଯୋଗଦେଇଥିଲେ। ସମ୍ମାନୀତ ଅତିଥି ଭାବେ ବିଧାୟକ ଙ୍କ ପ୍ରତିନିଧି କୁମୁଦ ମହାଖୁଡ (ବାପି), ବ୍ଳକ ଅଧ୍ୟକ୍ଷା କୁମାରୀ ଟିନା କୁମ୍ଭାର, ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାର, କଲେଜ ପ୍ରତିଷ୍ଠାତା ମେମ୍ବର ନୀଳମଣି ନାଏକ, ଅଧ୍ୟକ୍ଷ ଦେବାର୍ଚନ ନାଗ, ଅଧ୍ୟାପକ ଜୟକିଶୋର ସାହୁ, ଅଧ୍ୟାପକ ମୁକେଶ କୁମାର ସାହୁ ମଞ୍ଚାସୀନ ଥିଲେ। ଏହି କାର୍ଯ୍ୟକ୍ରମ ନଭେମ୍ବର ୧୭ ତାରିଖ ରୁ ଆରମ୍ଭ

ହୋଇଥିଲା। ଏହି କାର୍ଯ୍ୟକ୍ରମ ର ଉଦଯାପନୀ ଉତ୍ସବ ତିନି ଦିନ ଧରି ହେବ ବୋଲି ସୂଚନା ମିଳିଛି। ଏହି କାର୍ଯ୍ୟକ୍ରମ ରେ ୬୦୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗୀତା ରେ ଅଂଶ ଗ୍ରହଣ କରିଥିଲେ। ସେଥିମଧ୍ୟରୁ କ୍ରୀଡା ପ୍ରତିଯୋଗିତା ରେ ଦୌଡ଼,ଲମ୍ବଡିଅଁ, ଉଚ୍ଚ ଡିଆଁ, କବାଡି, ଜେଭେଲିନ, ଡିସକସ,ସଟଫୁଟ,ଚେସ,କ୍ରେମ, ଭଲିବଲ, ଫୁଟବଲ, ବେଡ୍ ମିଣ୍ଟନ,ଖୋଖୋ ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଏସେ, ବକୃତା, ନୃତ୍ୟ,ଗୀତ, ଚିତ୍ରାଙ୍କନ,ରଙ୍ଗୋଲି, ଡ୍ରାମା, ଅନୁଷ୍ଠିତ ହୋଇଥିଲା। ଏବଂ ସାମାଜିକ କାର୍ଯକ୍ରମ ରେ ରକ୍ତଦାନ ଶିବିର, ପ୍ଳାଷ୍ଟିକ ମୁକ୍ତ ଅଭିଯାନ,ୟୋଗା, ନିଶାମୁକ୍ତ ଅଭିଯାନ,ବାଲ୍ୟ

ବିବାହ ବିରୋଧରେ ସଚେତନତା, ଯୌତୁକ ପ୍ରଥା ବିରୋଧରେ ସଚେତନତା, ଗ୍ରାମରେ ପଥପ୍ରାନ୍ତ ନାଟକ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ଅନୁଷ୍ଠିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଅତିଥି ବିଧାୟକ ସରୋଜ କୁମାର ମେହେର ଏବଂ ଅନ୍ୟାନ୍ୟ ଅତିଥି ମାନେ ଛାତ୍ରଛାତ୍ରୀ ମାନଙ୍କୁ ଟ୍ରଫି ସହିତ ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି। ଏହି ଉତ୍ସବକୁ ଅଧ୍ୟାପକ ସତ୍ୟ ନାରାୟଣ ବଗର୍ତ୍ତି ମଞ୍ଚ ପରିଚାଳନା କରିଥିଲେ। ଶେଷରେ ଜୟ କିଶୋର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ କଲେଜ ର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ଏବଂ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like