-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ରାଜ୍ୟ

ବେଲପଡା ପଞ୍ଚାୟତ ସମିତି ମହାବିଦ୍ୟାଳୟ ରେ ରକ୍ତ ନମୁନା ସଂଗ୍ରହ ଓ ରକ୍ତଦାନ ଶିବିର

12-Dec-2023



ବେଲପଡା (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ପଞ୍ଚାୟତ ସମିତି ମହାବିଦ୍ୟାଳୟ ରେ ଯୁବ ଓଡ଼ିଶା ନବୀନ ଓଡ଼ିଶା (ନୂଆ ଓ ) ଯୋଜନା ରେ ଆଜି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ମହାବିଦ୍ୟାଳୟ ର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ମେହେର ଙ୍କ ସଭାପତିତ୍ବ ରେ ଶିବିର ଆରମ୍ଭ ହେଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ବେଲପଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ଡାକ୍ତର ସୁମନ୍ତ କୁମାର ପାଢ଼ୀ ଯୋଗଦେଇ

ରକ୍ତଦାନ ର ମହାନତା ଉପରେ ନିଜର ମତାମତ ରଖିଥିବା ବେଳେ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। କାର୍ଯକ୍ରମ କୁ ଇତିହାସ ଅଧ୍ୟାପକ ସୁଦାମ ଚରଣ ମହାପାତ୍ର ପରିଚାଳନା କରିଥିବା ବେଳେ ଓଡ଼ିଆ ଅଧ୍ୟାପକ ପ୍ରମୋଦ କୁମାର ବରିହା ଧନ୍ୟବାଦ ଅର୍ପଣ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କଠାରୁ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଅଛି ଓ ସେହି ରକ୍ତ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଥିବା ରକ୍ତ ଭଣ୍ଡାରରେ ଦାନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ କଲେଜ ଅଧ୍ୟାପକ

ସୂର୍ଯ୍ୟମଣି ମେହେର, ବଲରାମ ଖମାରୀ, ତନ୍ମୟ ପାଣିଗ୍ରାହୀ, ଶୁଶିଲ କୁମାର ମେହେର, ଡଃ ଗଙ୍ଗାଧର ଦେହୁରୀ ଙ୍କ ଅନ୍ୟାନ୍ୟ ଅଧ୍ୟାପକ ଓ ଅଧ୍ୟାପିକା ଏବଂ କର୍ମଚାରୀ ମାନେ ସହଯୋଗ କରିଥିଲେ। ରକ୍ତଦାନ ଶିବିର ରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କର୍ମଚାରୀ ଓ ପାଟଣାଗଡ଼ ରକ୍ତ ଭଣ୍ଡାରର କର୍ମଚାରୀ ଯୋଗ ଦେଇ ସାହାଯ୍ୟ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like