-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ମାଁ ଦ୍ୱାରସେହ୍ନୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

13-Dec-2023



ସିନ୍ଧେକେଲା କୁ ପରାସ୍ତ କରି କଣ୍ଟାବାଞ୍ଜି ଚାମ୍ପିଆନ 
ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ପଲ୍ଲିଶ୍ରୀ ହାଇସ୍କୁଲ ଖେଳ ପଡ଼ିଆରେ ଚାଲିଥିବା ଜୟ ମାଁ ଦ୍ୱାରସେହ୍ନୀ ଫୁଟବଲ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟ ରେ ୮ ଗୋଟି ଦଳ ଭାଗ ନେଇଥିବା ବେଳେ ସିନ୍ଧେକେଲା ଓ କଣ୍ଟାବାଞ୍ଜି ଦଳ ଫାଇନାଲ୍ ମ୍ୟାଚ ରେ ଉତ୍ତୀର୍ଣ୍ଣ

ହୋଇଥିଲେ । ଏଥିରେ ସିନ୍ଧେକେଲା ଦଳ କୁ ପରାସ୍ତ କରି କଣ୍ଟାବାଞ୍ଜି ଦଳ ଚାମ୍ପିଆନ ହୋଇଥିଲା । ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ସମ୍ମାନୀୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା, ସିନ୍ଧେକେଲା ସରପଞ୍ଚ ନରେଶ ଅଗ୍ରୱାଲ, ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା, ଯୁବନେତା ଯୁବରାଜ ବାଗ,ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ର ଉପସଭାପତି ଅନିଲ ତ୍ରିପାଠୀ, ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ର ସମ୍ପାଦକ ହୁଲେଶ୍ୱର ହଂସ ,ବ୍ଲକ ସାମ୍ବାଦିକ ସଂଘ ର ସହ ସମ୍ପାଦକ ଦିନେଶ ଜୈନ, ନିତ୍ୟାନନ୍ଦ ପୃଷେଠ,ସଦାନନ୍ଦ ତାଣ୍ଡି, ଗୋବିନ୍ଦ ପୁଟେଲ, ପ୍ରଦୀପ ଜାଲ, ଦୀପକ ଛୁରା, ନୀଳକଣ୍ଠ ବାରିକ, ଦ୍ରୋପଦ ବାରିକ,ଘାସିରାମ ସାହୁ, ବଂଶୀଧର ବାଗ, ରାଜୁ ହାତୀ, ହେରାମ୍ବ ଜାଲ, ପିତାମ୍ବର ସୁନା, ଭୋଜରାଜ ପୁଟେଲ, ଲମ୍ବୋଦର ବେହେରା, ଅର୍ଜୁନ ସାହୁ, ରାଜେଶ ଜୈନ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସହ ଉପ ବିଜେତା ସିନ୍ଧେକେଲା ଦଳ ଓ ଚମ୍ପିୟାନ କଣ୍ଟାବାଞ୍ଜି ଦଳ କୁ ଟ୍ରଫି ସହ ଅର୍ଥରାଶି ପ୍ରଦାନ କରାଯାଇଥିଲା । ରେଫରି ଦୁଷ୍ମନ୍ତ ସାହୁ ଖେଳ ପରିଚାଳନା କରିଥିବା ବେଳେ ଲାଇନ ମ୍ୟାନ ଡିସେମ୍ବର ଭୋଇ , ବୁଲୁ ମାଝି , ଦୁଷ୍ମନ୍ତ ବେହେରା ପ୍ରମୁଖ ସହଯୋଗ କରିଥିବାବେଳେ ଅଭୟ ବାଗ ଓ ଅମୂଲ୍ୟ ସିଂଦେଓ,ଦୀନବନ୍ଧୁ ବଗର୍ତ୍ତି, ଗୌତମ ସା ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ । ବେଷ୍ଟ ସ୍କୋରର୍ ଜାନୁ ବାଗ,ବେଷ୍ଟ ଡିଫେନ୍ସ ପ୍ରେମ ମଲ୍ଲିକ,ବେଷ୍ଟ ପ୍ଲେୟାର ଦ ଟୁର୍ଣ୍ଣାମେଣ୍ଟ - ଅଭିଷେକ ଚୌଧୁରୀ,ବେଷ୍ଟ ଗୋଲକିପର- ଗୁଡ଼ଡୁ ପୁଟେଲ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।ଆୟୋଜକ କମିଟି ସଭାପତି ରାଜେଶ ତ୍ରିପାଠୀଙ୍କ ନେତୃତ୍ବରେ ଆୟୋଜିତ ଖେଳରେ ସମ୍ପାଦକ ବିଶ୍ୱ

ବିଜୟୀ ପୁରୋହିତ , ଭିକାରୀ ମଳିକ , ପ୍ରେମ ମଳିକ , ଶିବାନନ୍ଦ ସାହୁ , ମଣ୍ଟୁ ସାହୁ , ସଞ୍ଜୟ ସାହୁ , ସୁଜିତ ସରାଫ , ଆକାଶ ସାହୁ , ହେମନ୍ତ ସାହୁ , ମୁନା ସିଂଦେଓ , ବିଟୁ ସାହୁ , ବଳଦେବ ଚନ୍ଦା , ଅଲୋକ ସାହୁ , ବିଶାଳ ସାହୁ , ଚନ୍ଦ୍ରକାନ୍ତ ସାହୁ , ଦିବସ ସାହୁ , ଦିଲେଶ୍ୱର ଭୋଇ , ସୁରତ ସାହୁ , ଫକୀର ଚନ୍ଦା , ହେମନ୍ତ ଟେଣ୍ଟ ପ୍ରମୁଖ ବିଶେଷ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like