-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଳ ପଞ୍ଚାୟତ ମହାବିଦ୍ୟାଳୟରେ ରକ୍ତଦାନ ଶିବିର

13-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ଓଡ଼ିଶା ସରକାରଙ୍କ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନ୍ତର୍ଗତ “ନୂଆ-ଓ” ଯୋଜନା ଅବସରରେ ପଞ୍ଚାୟତ ମହାବିଦ୍ୟାଳୟ କଣ୍ଟାମାଳ ପରିସରରେ ପ୍ରଥମ ଥର ପାଇଁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇ ଯାଇଛି l ଏହି ଶିବିରରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ପ୍ରଭାସିନୀ ଖଟୁଆ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ରକ୍ତଦାନ ଶିବିରକୁ ଉଦ୍ଘାଟନ କରିଥିଲେ l ସମ୍ମାନିତ ଅତିଥି ଭାବେ କଣ୍ଟାମାଳ ସରକାରୀ ଉଚ୍ଚ

ବିଦ୍ୟାଳୟର ଜୁନିଅର୍ ରେଡ୍ କ୍ରସ୍ ଅଫିସର୍ ଶ୍ରୀ ବନମାଳୀ ମେହେର୍ ଯୋଗଦାନ କରି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ l ସେଇଭଳି, ସ୍ଵତନ୍ତ୍ର ଅଥିତି ଭାବରେ ମହାବିଦ୍ୟାଳୟର ବରିଷ୍ଠ ଗ୍ରନ୍ଥାଗାରିକ ଯତୀନ କୁମାର ମିଶ୍ର ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ପ୍ରେରଣା ଦେବା ସହ ସମସ୍ତ

ରକ୍ତଦାତା ମାନଙ୍କୁ ଏଭଳି ମହାନ୍ କାର୍ଯ୍ୟ ପାଇଁ ଧନ୍ୟବାଦ୍ ପ୍ରଦାନ କରିଥିଲେ l ଏହି ଶିବିରରେ ମୋଟ୍ ୩୩ ଜଣ ରକ୍ତଦାତା ରକ୍ତଦାନ କରିଥିଲେ l ଏହି ରକ୍ତଦାନ ଶିବିରକୁ ସାମାଜିକ କାର୍ଯ୍ୟ କଳାପ ବିଭାଗର ନୋଡାଲ୍ ଅଫିସର ସମୀର ମେହେର ପରିଚାଳନା କରିଥିବା ବେଳେ ଅଧ୍ୟାପିକା ସୁଶ୍ରୀ ଶୁଭଶ୍ରୀ ସାହୁ ଓ ଅଧ୍ୟାପକ ନୀଳମଣି ମଲ୍ଲିକ ସହଯୋଗ କରିଥିଲେ l ଏଥିରେ ଶତାଧିକ ଛାତ୍ରଛାତ୍ରୀ ସକ୍ରିୟ ଅଂଶଗ୍ରହଣ କରି ରକ୍ତଦାନ ଶିବିରକୁ ସାଫଲ୍ୟ ମଣ୍ଡିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026

You Might Also Like