-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକରେ ଆଜି ଉଦ୍ଘାଟିତ ହେଲା ଧାନ ମଣ୍ଡି

13-Dec-2023



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)
 ଡାବୁଗାଁ ରେ ଉଦ୍ଘାଟିତ ହୋଇ ଯାଇଛି  ଖରିଫ୍ ଧାନ ମଣ୍ଡି। ଏହି ଅବସରରେ ସ୍ଥାନୀୟ ବିଧାୟକ ମନୋହର ରନ୍ଧାରୀ ,ଡାବୁଗାଁ ତହସିଲଦାର ସଦାଶିବ ଭତ୍ରା, ସାଂସଦ ପ୍ରତିନିଧି ଏମ୍ ଆପାରାଓ, ବିଧାୟକ ପ୍ରତିନିଧି ଏମ୍ ବୁଲୁ ରାଓ, କଂଗ୍ରେସ ନେତା ଜି ସାଇ ରାଜୁ, ବିଜେଡି ସଭାପତି ସୁରେନ୍ଦ୍ର ମିଶ୍ର,ଦେବରାଜ ପାତ୍ର, କୃଷକ ସଂଘ ସଭାପତି ସତ୍ୟ ପାତ୍ର, ଦବୁଗାଁ ବ୍ଲକ ଉପାଧ୍ୟାକୟ ସଦାନନ୍ଦ ନାୟକ,ଜି ପାନ୍ତୁଲୁ ରାଓ, ବାବି ଜେନା, ,ଜି ଗୋପି ରାଓ, ବାବୁଲି ରାଓ, ଲେମ୍ପ ଡାଇରେକ୍ଟର , ଏବଂ  ସ୍ବୟଂ ସହାୟକ ଗୋଷ୍ଠୀ ର ସଭ୍ୟା ମାନେ ଏବଂ ଗାଁ ର ବରିଷ୍ଠ କୃଷକମାନେ ଉପସ୍ଥିତ ଥିଲେ। ମଣ୍ଡି ରେ ଧାନ ବିକ୍ରି ପାଇଁ କରାଯାଇଥିବା ଅନଲାଇନ୍ ପ୍ରକ୍ରିୟା ଓ ଧନ କିଣାରେ ହେଉଥିବା କଟନି ଛଟନି ଉପରେ ବିଧାୟକ ଏବଂ ମିଲରସ ମାନଙ୍କ ସହ ଅଲୋଚନ କଲେ କୃଷକ ମାନେ। ଚାଷୀ ମାନଙ୍କ ସମର୍ଥନରେ ମଣ୍ଡି ରେ କାର୍ଯ୍ୟ କରିବାକୁ ସ୍ଥାନୀୟ ବିଧାୟକ ମନୋହର ରନ୍ଧାରୀ ଆର୍.ଏମ୍.ସି କର୍ମଚାରୀ, ସ୍ଥାନୀୟ ଏମ୍ ଡି ହରିବନ୍ଧୁ ମିର୍ଗାନ ଓ ଅନ୍ୟାନ୍ୟ ଅଧିକାରୀ ମାନଙ୍କୁ କହିଲେ। ଆଜିର ବୈଠକର ସମସ୍ତ ଅୟଜନ ବଜାର ରକ୍ଷକ ଶୁଶାନ୍ତ କୁମାର ପାଳ କରିଥିଲେ ।ଆଜି ଏହି ଶୁଭ ଅବସରରେ ବ୍ଲକର ସମସ୍ତ ପଞ୍ଚାୟର ଜନପ୍ରତିନିଧି ସମେତ ସତାଧିକ ଚାଷୀ ଭାଇ ଯୋଗଦେଇଥିଲେ ।ଏବର୍ଷ ବିଳମ୍ବ ରେ  ମଣ୍ଡି ଆରମ୍ଭ ହୋଇଥିଲେ ମଧ୍ୟ ଚାଷୀ ମାନଙ୍କ ସ୍ବାର୍ଥ କୁ ହିଁ ପ୍ରାଧାନ୍ୟ ଦିଆଯିବ ବୋଲି ଅଧିକାରୀ ମାନେ ସୂଚିତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026

You Might Also Like