-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ବୁଢ଼ୀପଦର ପଂଚାୟତ ରେ ବିକଶିତ ଭାରତ ସଂକଳ୍ପ ରଥ କୁ ସ୍ୱାଗତ

13-Dec-2023



ଲୋଇସିଂହା, (ବିନୋଦ କୁମାର ଦୀପ) ବ୍ଲକ ଅନ୍ତର୍ଗତ ବୁଢ଼ୀପଦର ପଂଚାୟତ ରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ପ୍ରଥମେ ସଚେତନତା ରଥ ପହଂଚିବା ପରେ ଭବ୍ୟ ସ୍ବାଗତ କରାଯାଇଥିଲା l ବୁଢ଼ୀପଦର ସରପଞ୍ଚ ଶ୍ରୀମତୀ ଲକ୍ଷ୍ମୀ ପଧାନ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗ ଯୋଗଦେଇ ହେଲଥ କ୍ୟାମ୍ପସ, ପ୍ରଧାନମନ୍ତ୍ରୀ ଆବାସ ଗୃହ , ପାନୀୟ ଜଳ, ଉଜ୍ବଳl ଯୋଜନା, ରାସନ କାର୍ଡ , ନରେଗା ଯୋଜନା, ପୋଷଣ ଯୋଜନା ଏପ୍ଲିକେସନ ରେଜିଷ୍ଟ୍ରସନ ଜରିଆରେ କାର୍ଯ୍ୟକାରି କରାଯିବ ବୋଲି ବକ୍ତବ୍ୟ ରଖିଥିଲେ l ଏହାସହ ଲୋଇସିଂହା ଏବିଡିଓ ବିଜୟ କୁମାର ହୋତା, ସାଂସଦ ପ୍ରତିନିଧି ବାଳକୃଷ୍ଣ ଧରୁଆ, ବୁଢ଼ୀପଦର ପିଇଓ ପ୍ରହଲ୍ଲାଦ ବେହେରା ପ୍ରମୁଖ ଯୋଗଦେଇ ନିଜ ସୁଚିନ୍ତିତ ମତାମତ ରଖିଥିଲେ l ଅନ୍ୟମାନେ ଯୋଗଦେଇ କେନ୍ଦ୍ର ସରକାର ଙ୍କ ତରଫରୁ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ଯୋଜନା ବାବଦରେ ବୁଝାଇଥିଲେ l ଏହି ଅବସରରେ ରାଷ୍ଟ୍ରୀୟ ବିକାଶ ଓ ସଂହତି କୁ ନେଇ ସାମୁହିକ ଶପଥ ପାଠ କରାଯାଇଥିଲା ଓ କେନ୍ଦ୍ର ସରକାର ଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଜନକଲ୍ୟାଣ ଯୋଜନା ର ସଫଳତା ଉପରେ ଆଲୋଚନା କରାଗଲା l ଅନ୍ୟ ମାନଙ୍କ ମଧ୍ୟରେ ସମାଜସେବୀ ଯୁଧିଷ୍ଠିର ପଧାନ, ଜିଆରଏସ ସୁରେଶ ସାହୁ , ଯୋଗାଣ ସହାୟକ ରଶ୍ମିରଂଜନ ବିଶି, ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା, ସି.ଆର. ପି ବ୍ୟାଙ୍କ ମିତ୍ର, ଏମ. ବି. କେ ମହିଳା, ଅଙ୍ଗନୱାଡି କର୍ମୀ, ଆଶା କର୍ମୀ, ଛାତ୍ରଛାତ୍ରୀ ତଥା ଜନ ସାଧାରଣ ଉପସ୍ଥିତ ରହି ସମ୍ପୂର୍ଣ୍ଣ ସହଯୋଗ କରିଥିଲେ l ଶେଷରେ ସରପଞ୍ଚ ଶ୍ରୀମତୀ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like